Advertisement
Posted inଖେଳ

ଓ୍ବେଷ୍ଟଇଣ୍ଡିଜ ୧୫୦/୪

ଭୁବନେଶ୍ୱର,୨୨।୧୨- କଟକସ୍ଥ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ଏପର୍ଯ୍ୟନ୍ତ ୩୩ ଓଭର ଖେଳି ୪ ଉଇକେଟ ହରାଇ ୧୫୦ ରନ୍‌ କରିଛି। ଦଳ ଇଭିନ ଲୁଇସ (୨୧), ଶାଇ ହୋପ (୪୨), ରୋଷ୍ଟନ ଚେଜ (୩୮) ଓ ଶିମରନ ହେଟମେୟାର(୩୭)ଙ୍କ ଉଇକେଟ ହରାଇ ସାରିଛି। ଭାରତୀୟ ବୋଲରଙ୍କ ମଧ୍ୟରେ ପଦାର୍ପଣକାରୀ ପେସର ନବଦୀପ ସାଇନି ୨ ଉଇକେଟ ନେଇଥିବାବେଳେ ମହମ୍ମଦ ଶାମି ଓ ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏ ଉଇକେଟ ହାସଲ କରିଛନ୍ତି। ଏବେ ଅଧିନାୟକ କିରନ ପୋଲାର୍ଡ ଖାତା ଖୋଲି ନ ଥିବାବେଳେ ନିକୋଲାସ ପୁରାନ ୧୧ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁପର-୧୨ ଗ୍ରୁପ୍‌ର ଚିତ୍ର ସ୍ପଷ୍ଟ: କିଛି ଏଭଳି ରହିଛି ଟିମ୍‌ ଇଣ୍ଡିଆର ସମ୍ପୂର୍ଣ୍ଣ ମ୍ୟାଚ୍‌ ବିବରଣୀ

ମେଲବୋର୍ନ,୨୧।୧୦: ଟି୨୦ ବିଶ୍ୱକପ୍‌ର ଅନ୍ତିମ କ୍ୱାଲିଫାଇଂ ମୁକାବିଲା ପରେ ସୁପର-୧୨ ଗ୍ରୁପକୁ ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଗ୍ରୁପ୍‌-ଏରୁ ଶ୍ରୀଲଙ୍କା ଏବଂ ନେଦରଲ୍ୟାଣ୍ଡ ଟିମ୍‌ ଏହି...

ଅନୁଷ୍କାଙ୍କ ସହ ନ୍ୟୁଜିଲାଣ୍ଡରେ ଭାଲେଣ୍ଟାଇନ୍‌ସ ଡେ’ ପାଳିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭାଲେଣ୍ଟାଇନ୍ସ ଡେ’ ପାଳନ କରିଛନ୍ତି। ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ...

ଭାରତ-ପାକିସ୍ତାନ ମ୍ୟାଚ୍‌ ଭାରତ ଆର୍ମି ପାଇଁ ସ୍ବତନ୍ତ୍ର

ମାଞ୍ଚେଷ୍ଟର,୧୫।୬: ଭାରତୀୟ କ୍ରିକେଟ ଦଳକୁ ଦେଶ ଓ ବିଦେଶରେ ସମର୍ଥନ କରୁଥିବା ପ୍ରଶଂସକଙ୍କ ଗ୍ରୁପ ଭାରତ ଆର୍ମି ଟିମ୍‌ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ...

ଅତୁଲ ଜିତିଲେ ମଶଲ୍‌ ମାନିଆ ଏସିଆନ୍‌ ଟାଇଟଲ୍‌

କଟକ ଅଫିସ, ୧୮।୧୨- ସିଙ୍ଗାପୁରଠାରେ ଅନୁଷ୍ଠିତ ମଶଲ ମାନିଆ(ଜୁନିୟର ବର୍ଗ) ଏସିଆନ ଚାମ୍ପିୟନଶିପର ଟାଇଟଲ୍‌ ଜିତିଛନ୍ତି ଓଡ଼ିଶାର ଅତୁଲ କର୍ମକାର। ଏହି ସଫଳତା ସହ ଅତୁଲ...

ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ...

ନକ୍‌ ଆଉଟ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ଗମ୍ଭାରୀଗୁଡ଼ା, କର୍ଲାକୋଟ ବିଜୟୀ

କୋକସରା,୬।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ପଞ୍ଚାୟତ କୁସୁମଖୁଣ୍ଟି ମିନିଷ୍ଟାଡିୟମରେ ବୁଧବାର ମା’ ଆଦିଶକ୍ତି ନକ୍‌ଆଉଟ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ପ୍ରଥମ...

ରିଭ୍ୟୁ ପାଇଁ ଅଟକିଲା ମ୍ୟାଚ୍‌

ଶାରଜା,୨୮।୯: ଶାରଜା ଗ୍ରାଉଣ୍ଡରେ ମଙ୍ଗଳବାର ଅପରାହ୍ନରେ କୋଲାକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ଏକ ଭିନ୍ନ...

ଆଇପିଏଲରେ ଏହି ଦଳ ପାଇଁ ଖେଳିବେ ଜାସନ ରୟ

ନୂଆଦିଲ୍ଲୀ, ୩୧।୩: ଇଂଲଣ୍ଡ ଓପନର ଜାସନ ରୟଙ୍କୁ ବୁଧବାର ଦଳରେ ସାମିଲ କରିଛି ଆଇପିଏଲ ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ। ତାଙ୍କୁ ଅଷ୍ଟ୍ରେଲିଆନ ଖେଳାଳି ମିଚେଲ ମାର୍ଶଙ୍କ...

Advertisement
Archives

Model This Week