Posted inଖେଳ

ଓ୍ବେଷ୍ଟର୍ନ ଷ୍ଟର୍ମରେ ଯୋଗଦେଲେ ମନ୍ଧନା

ମୁମ୍ବାଇ, ୩ା୭ (ପି.ଟି.)- ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ୨୦୧୯ ସିଜନ ପାଇଁ ପୁନର୍ବାର କିଆ ସୁପର ଲିଗ୍‌ (କେଏସ୍‌ଏଲ୍‌)ରେ ଯୋଗ ଦେଇଛନ୍ତି। ଫ୍ରାଞ୍ଚାଇଜ୍‌ ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଓ୍ବେଷ୍ଟର୍ନ ଷ୍ଟର୍ମ ଏହାର ଟ୍ବିଟର ହ୍ୟାଣ୍ଡଲ୍‌ରେ କହିଛି ୨୦୧୯ କିଆ ସୁପର ଲିଗ୍‌ ପାଇଁ ସ୍ମୃତି ମନ୍ଧନା ଆମ ଦଳରେ ଯୋଗଦାନ କରୁଥିବାରୁ ଆମେ ଆନନ୍ଦିତ। କେଏସ୍‌ଏଲ୍‌ର ଗତ ସଂସ୍କରଣରେ ୨୨ ବର୍ଷୀୟା ମନ୍ଧାନା ଓ୍ବେଷ୍ଟର୍ନ ଷ୍ଟର୍ମ ପାଇଁ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ଦଳ କ୍ରମାଗତ ତୃତୀୟ ସିଜନ ପାଇଁ ଫାଇନାଲରେ ପ୍ରବେଶ କରିଥିଲା। ବିଶ୍ୱର ନମ୍ବର ଓ୍ବାନ ବ୍ୟାଟ୍ସମ୍ୟାନ ମନ୍ଧାନା ଗତବର୍ଷ କେଏସ୍‌ଏଲ୍‌ର ଅଗ୍ରଣୀ ସ୍କୋରର ଥିଲେ। ସେ ଏକ ଶତକ ସହ ୬୦.୧୪ ଆଭରେଜରେ ମୋଟ ୪୨୧ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri