ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ : ନନ୍ଦନକାନନ ପାଦଚଲା ବିହଙ୍ଗ ସରଣୀ ବନ୍ଦ

ବାରଙ୍ଗ,୨୮।୧(ଡି.ଏନ୍‌.ଏ.): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡା ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ମିଳିଛି। ଏହା ସ୍ପଷ୍ଟ ହେବା ପରେ ନନ୍ଦନକାନନ ପାଦଚଲା ବିହଙ୍ଗ ସରଣୀକୁ ମଙ୍ଗଳବାରଠାରୁ କର୍ତ୍ତୃପକ୍ଷ ବନ୍ଦ କରିଦେଇଛନ୍ତି। ଏ ନେଇ ନନ୍ଦନକାନନ ଆସୁଥିବା ପର୍ଯ୍ୟଟକମାନେ ବିହଙ୍ଗ ସରଣୀ ଦେଖିବାରୁ ବଞ୍ଚିତ ରହିବେ। ତେବେ ଏହା କେତେଦିନ ବନ୍ଦ ରହିବ ସେ ନେଇ କର୍ତ୍ତୃପକ୍ଷଙ୍କଠାରୁ କୌଣସି ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ପାର୍କିଂ ଫି’ ଆଦାୟକୁ ନେଇ ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୧୮।୧୨: ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ହାବେଳି ପଡ଼ିଆରେ ନିଉ ଥିଙ୍କିଙ୍ଗ୍‌ ଫୋରମ୍‌ ପକ୍ଷରୁ ଖୋର୍ଦ୍ଧା ମହୋତ୍ସବ ଆୟୋଜନ କରାଯାଇଛି। ଦୁଇ ବର୍ଷ ପରେ...

କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଉତ୍ତେଜନା

ଯାଜପୁର ଅଫିସ୍‌/କଳିଙ୍ଗନଗର, ୪ା୭(ଡି.ଏନ୍‌.ଏ.): ଯାଜପୁର ଜିଲାରେ ଖୋଲିଥିବା ଶିଳ୍ପ କାରଖାନାଗୁଡ଼ିକରେ ନିଯୁକ୍ତିରେ ଅଣଓଡ଼ିଆଙ୍କୁ ପ୍ରାଧାନ୍ୟ ଦିଆଯାଉଥିବା ବେଳେ କ୍ରମେ ଏକ ଅଣଓଡିଆ ସଂସ୍ଥା ସ୍ଥାନୀୟ ଶ୍ରମିକଙ୍କୁ...

ସ୍ବାଧୀନତା ଲାଗି ନାରୀ ଆଜି ବି ସଂଘର୍ଷରତ

ପୁରୀ ଅଫିସ, ୧୩।୮: ପୁରୀର ନାଟ୍ୟାନୁଷ୍ଠାନ ‘ରଙ୍ଗଶାଳା’ ଆନୁକୂଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଚାଲିଥିବା ଦ୍ୱାଦଶ ଜାତୀୟ ନାଟକ ମହୋତ୍ସବର ସୋମବାର ଥିଲା ଦ୍ୱିତୀୟ ଦିବସ। ଭୁବନେଶ୍ୱରର...

ସ୍ବତନ୍ତ୍ର ପ୍ୟାକେଜ ଘୋଷଣାକୁ ଉଦ୍ୟୋଗ ସଂଘର ଦାବି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟରେ ଥିବା ୨ ଲକ୍ଷରୁ ଊର୍ଦ୍ଧ୍ୱ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏସବୁ...

ପ୍ରୋଜେକ୍ଟ ଦୃଷ୍ଟି ପାଇଁ ଡାଲମିଆ ସିମେଣ୍ଟର ବୁଝାମଣାପତ୍ର ସ୍ବାକ୍ଷରିତ

ରାଜଗାଙ୍ଗପୁର, ୨୯।୧୧(ଡି.ଏନ.ଏ.):ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରର ପାରିପାଶର୍‌ବିକ ଅଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କ ଜୀବନରେ ଉନ୍ନତି ଆଣିବା ନିମନ୍ତେ ଜାରି ରହିଥିବା ପ୍ରୟାସକୁ ଅଧିକ ତ୍ୱରାନ୍ବିତ କରି...

ପ୍ରବେଶ ପଥ ଜଗିଛନ୍ତି ଗ୍ରାମବାସୀ

ଛେଣ୍ଡିପଦା,୫। ୪(ସ୍ବ.ପ୍ର.)- କରୋନା ସଂକ୍ରମଣରୁ ଗଁ।କୁ ସୁରକ୍ଷା ଦେବାକୁ ଛେଣ୍ଡିପଦା ବ୍ଲକ କଣଲୋଇ ଗ୍ରାମବାସୀ ପ୍ରବେଶ ପଥରେ ଜଗିବସିବା ସହ ସ୍ବଚ୍ଛତା ଓ ସାମାଜିକ ଦୂରତା...

ବର୍ଷା ପାଇଁ ଇନ୍ଦ୍ର ପୂଜା

ବନ୍ତଳା, ୨୬ା୭(ଡି.ଏନ.ଏ.)-ଜଳାଭାବ ଓ ମରୁଡ଼ି ପରିସ୍ଥିତି ଆଶଙ୍କା ଯୋଗୁ ଚାଷୀ ଚିନ୍ତାରେ ପଡିଥିବାବେଳେ ବର୍ଷା ପାଇଁ ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳ ପୋକତୁଙ୍ଗା ଗ୍ରାମରେ ଇନ୍ଦ୍ରପୂଜା...

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି।...

Advertisement
Archives

Model This Week