ଔପଦା ଡାକ୍ତରଖାନା ହେଲା ସାନିଟାଇଜ୍‌

ଔପଦା,୧୨।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ମହକୁମାର ୧୯୪୨ ମସିହା ଠାରୁ ସ୍ଥାପିତ ବହୁ ପୁରାତନ ଔପଦା ଡାକ୍ତରଖାନାରୁ ଦୀର୍ଘଦିନରୁ ପଡ଼ିରହିଥିବା ଅଳିଆ ଆବର୍ଜନାକୁ ସଫା କରାଯାଇଛି। ଅଳିଆ ସଫା ପରେ ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ଡାକ୍ତରଖାନାକୁ ସାନିଟାଇଜ୍‌ ମଧ୍ୟ କରାଯାଇଛି। ସରକାରଙ୍କ ସ୍ତରରେ ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକୁ ଜରୁରୀକାଳୀନ ସେବା ପାଇଁ ୫ଟି ଶଯ୍ୟା ବିଶିଷ୍ଟ କରାଯାଉଥିବାବେଳେ ଏହା ଏକ ସ୍ବତନ୍ତ୍ର ଗୃହରେ କରାଯିବ ବୋଲି ବ୍ଲକ କୋଭିଡ଼-୧୯ର ନୋଡାଲ ଅଧିକାରୀ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି ପ୍ରକାଶ କରିଛନ୍ତି। ଏହି ସ୍ବାସ୍ଥ୍ୟ ସେବା ପାଇଁ ସରକାରୀ ସ୍ତରରେ ୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବାର ବ୍ୟବସ୍ଥା ଅଛି ବୋଲି ନୋଡାଲ ଅଧିକାରୀ ମହାନ୍ତି କହିଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗର ଇନଚାର୍ଜ ହରିଶ ନାଥଙ୍କ ନେତୃତ୍ୱରେ ବିଭାଗୀୟ କର୍ମଚାରୀମାନଙ୍କୁ ନେଇ ଡାକ୍ତରଖାନା ପରିସର ସହ ସ୍ଥାନୀୟ ବସଷ୍ଟାଣ୍ଡ ଗୋଲେଇ ଓ ବ୍ଲକ ପରିସରକୁ ମଧ୍ୟ ସାନିଟାଇଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri