ଔଷଧପତ୍ର ଯୋଗାଣ ଲାଗି କାର୍ଗୋ ବିମାନକୁ ଅନୁମତି

ନୂଆଦିଲ୍ଲୀ,୩୧। ୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶର ବିଭିନ୍ନ ଅଞ୍ଚଳକୁ ଔଷଧପତ୍ର ଏବଂ ଅନ୍ୟାନ୍ୟ ଚିକିତ୍ସା ଉପକରଣ ପହଞ୍ଚାଇବା ଲାଗି କାର୍ଗୋ ବିମାନ ଚଳାଚଳକୁ ସରକାର ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ସହ ପରାମର୍ଶକ୍ରମେ ଦେଶର ବିଭିନ୍ନ ଅଞ୍ଚଳକୁ ବିମାନ ଦ୍ୱାରା ଔଷଧପତ୍ର, ଡାକ୍ତରୀ ଉପକରଣ ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ। ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବିଭିନ୍ନ ସାମଗ୍ରୀ ଯୋଗାଣକାରୀ ସଂସ୍ଥା ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ରକ୍ଷା ଜରୁରୀ ଭିତ୍ତିରେ ଏସବୁ ଜିନିଷ ଯୋଗାଇଦେବାର ବ୍ୟବସ୍ଥା କରିବେ। ମାର୍ଚ୍ଚ ୨୯ରୁ ଆଲାଏନ୍ସ ଏୟାର ବିମାନ ଯୋଗେ ଦିଲ୍ଲୀରୁ କୋଲକାତା,ଗୁଆହାଟୀ, ଦିବ୍ରୁଗଡ ଏବଂ ଅଗରତାଲାକୁ ସାମଗ୍ରୀ ପରିବହନ ଆରମ୍ଭ ହୋଇଛି। ଉତ୍ତରାଞ୍ଚଳ ପାଇଁ ଭାରତୀୟ ବାୟୁସେନା ବିମାନ ସହ ଦେଶର ଅନ୍ୟ ପ୍ରାନ୍ତଗୁଡ଼ିକୁ ମଧ୍ୟ ସାମଗ୍ରୀ ଯୋଗାଣ ନେଇ ବ୍ୟବସ୍ଥା କରାଯିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ

ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍‌ ଅଏଲ ଦର ଗତ କିଛି…

ପାଖରେ ରଖନ୍ତୁ କ୍ୟାସ୍‌, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି

ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?