Posted inଜାତୀୟ

କଂକ୍ରିଟ ମିକ୍ସର ଟ୍ରକ୍‌ରୁ ଉଦ୍ଧାର ହେଲେ ୧୮ ଶ୍ରମିକ

ଇନ୍ଦୋର,୨।୫: କରୋନା ସଂକ୍ରମଣକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଏବେ ନିଜ ନିଜ ରାଜ୍ୟକୁ ଫେରିବାକୁ ବ୍ୟସ୍ତ ହୋଇପଡିଛନ୍ତି। ନିକଟରେ ସରକାରଙ୍କ ପକ୍ଷରୁ ସେମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ବ୍ୟବସ୍ଥା କରାଯାଇଥିବା ବେଳେ ଏବେବି କେତେଜଣ ଲୁଚିଛପି ଘରମୁହାଁ ହୋଇଥିବା ଦେଖାଯାଇଛି। ଶନିବାର ମଧ୍ୟପ୍ରଦେଶର ଇନ୍ଦୋରରେ କଂକ୍ରିଟ ମିକ୍ସର ଟ୍ରକ୍‌ରେ ଲୁଚିଛପି ଘରକୁ ଆସୁଥିବା ୧୮ଜଣ ଶ୍ରମିକଙ୍କୁ ପୋଲିସ ଅଟକ ରଖିଛି। ଇନ୍ଦୋର ଡିଏସ୍‌ପିଙ୍କ ସୂଚନା ଅନୁଯାୟୀ ଏମାନେ ମହାରାଷ୍ଟ୍ରରୁ ଲକ୍ଷ୍ନୌ ଯାତ୍ରା କରୁଥିଲେ। ତେଣୁ ଏମାନଙ୍କୁ ଅଟକ ରଖାଯିବା ସହ ପୋଲିସ ମାମଲା ରୁଜୁକରି ସମସ୍ତଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri