Posted inଜାତୀୟ

କଂଗ୍ରେସକୁ ଝଟକା: ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷ ଦେଲେ ଇସ୍ତଫା

ଅଗରତାଲା,୨୪।୯: କଂଗ୍ରେସକୁ ତ୍ରିପୁରାରେ ଏକ ଶକ୍ତ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରଦ୍ୟୋତ ଦେବ ବର୍ମନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଟୁଇଟର ଜରିଆରେ ବର୍ମନ ନିଜ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହ ଦଳ ଭ୍ରଷ୍ଟାଚାରୀଙ୍କୁ ଉଚ୍ଚ ପଦରେ ଅବସ୍ଥାପିତ କରୁଥିବା ନେଇ ସେ ଦଳ ବିରୋଧରେ ଅଭିଯୋଗ ଆଣିଛନ୍ତି। ତେବେ ଏପର୍ଯ୍ୟନ୍ତ ତାଙ୍କର ଇସ୍ତଫା ଓ ଅଭିଯୋଗ ଉପରେ କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫେରିବେ ଦିଦି: ଚମତ୍କାର ଆଶାରେ ଭାଜପା

କୋଲକାତା,୧୬।୨: ପଶ୍ଚିମବଙ୍ଗରେ ଆଗକୁ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାରଙ୍କୁ ହଟାଇବା ପାଇଁ ଭାଜପା ପକ୍ଷରୁ ଯୋଜନା କରାଯାଉଛି।...

କରୋନାରେ ଜଣେ ସିଆରପିଏଫ୍‌ ଯବାନ ମୃତ

ଶ୍ରୀନଗର,୮।୬: ଜମ୍ମୁ-କଶ୍ମୀର ଶ୍ରୀନଗରରେ ରବିବାର କରୋନା ଭାଇରସ୍‌ ସଂକ୍ରମଣରେ ଜଣେ ସିଆରପିଏଫ୍‌ ଯବାନଙ୍କ ମୃତ୍ୟୁ ହୋଇଛି। ଜମ୍ମୁ-କଶ୍ମୀରରେ କରୋନାଜନିତ ଜଣେ ସୁରକ୍ଷାକର୍ମୀଙ୍କ ଏହା ପ୍ରଥମ ମୃତ୍ୟୁ...

ଲାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ୪ ଯବାନ ଆହତ

ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରରେ ଏକ ଲାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ଜଣେ ଲ୍ୟୁଟ୍‌ନାଣ୍ଟ୍‌ଙ୍କ ସମେତ ୪ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜୌରୀ...

ଡ୍ରେନ୍‌ ପାଣିରୁ ଚିହ୍ନଟ ହେବ କରୋନା ଭୂତାଣୁ, ୨୫ ସହରରେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୦।୩ : ବର୍ତ୍ତମାନ ସୁଦ୍ଧା ଦେଶରେ କେବଳ କରୋନା ଭୂତାଣୁ କେବଳ ମାନବ ନମୁନା ସଂଗ୍ରହ ଦ୍ୱାରା ଚିହ୍ନଟ ହେଉଥିଲ। କିନ୍ତୁ ଆସନ୍ତା ସପ୍ତାହରୁ ଦେଶରେ...

ପିଲାଙ୍କ ପାଇଁ ୩ କୋଭିଡ୍‌ ଟିକାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୭ା୪: ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ପିଲାମାନଙ୍କ ଲାଗି ୩ଟି କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ଲାଗି ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ବାୟୋଲୋଜିକାଲ-ଇ ପ୍ରସ୍ତୁତ...

୪ ଆତଙ୍କବାଦୀ ଗିରଫ

ଶ୍ରୀନଗର,୩।୪: ଜମ୍ମୁ:ଜମ୍ମୁକଶ୍ମୀରେ ରବିବାର ୪ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି ବାନ୍ଦିପୋରା ପୋଲିସ। ଗିରଫ ଆତଙ୍କବାଦୀମାନେ ବାନ୍ଦିପୋରା ଜିଲ୍ଲାରେ ଆତଙ୍କବାଦୀମାନଙ୍କୁ ଲଜିଷ୍ଟିକ ଏବଂ ଗମାନାଗମନରେ ସହଯୋଗ...

ପ୍ରବାସୀ ଶ୍ରମିକଙ୍କ ପାଇଁ ୬୮ ହଜାର ଟଙ୍କାର ବିମାନ ଟିକେଟ କଲେ କୃଷକ

ଅନେକ ବ୍ୟକ୍ତି ଅଛନ୍ତି ସେମାନେ ଅନ୍ୟର ସୁଖ ଦୁଃଖରେ ଭାଗୀଦାର ହୋଇଥାନ୍ତି। କୌଣସି ମଣିଷର ଅସୁବିଧା ଦେଖିଲେ ଏହି ବ୍ୟକ୍ତିମାନେ ଆଦୌ ରହିପାରନ୍ତି ନାହିଁ ।...

ହିଜାବ ନୁହେଁ, ପରୀକ୍ଷାକୁ ଗୁରୁତ୍ୱ ଦେଉଛି ବେଙ୍ଗାଲୁରୁ ସ୍କୁଲ

ବେଙ୍ଗାଲୁରୁ,୧।୩: କର୍ନାଟକ ସ୍କୁଲଗୁଡ଼ିକରେ ବାର୍ଷିକ ପରୀକ୍ଷା ଚାଲିଛି। ବିଭିନ୍ନ ଜିଲାରେ ହିଜାବ ପରିଧାନ କରିଥିବା ଅନେକ ଛାତ୍ରୀଛାତ୍ର ପରୀକ୍ଷା ଦେଇ ପାରି ନ ଥିବା ବେଳେ...

Advertisement
Archives

Model This Week