Posted inଜାତୀୟ

କଂଗ୍ରେସକୁ ଝଟ୍‌କା: ସଞ୍ଜୟ ସିଂ ରାଜ୍ୟ ସଭାରୁ ଦେଲେ ଇସ୍ତଫା; ଭାଜପାରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ,୩୦।୭: କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗି ଚାଲିଛି। ମଙ୍ଗଳବାର କଂଗ୍ରେସ ବରିଷ୍ଠ ରାଜ୍ୟ ସଭା ସଦସ୍ୟ ଇସ୍ତଫା ଦେଇଛନ୍ତି। ସେ ଖୁବ୍‌ ଶୀଘ୍ର ଭାଜପାରେ ଯୋଗଦେବାର ସମ୍ଭାବନା ଥିବା କୁହାଯାଉଛି। ସେ ଗାନ୍ଧୀ ପରିବାରର ଅତି ନିକଟତମ ନେତା ଥିଲେ। ସେ ଲୋକ ସଭା ନିର୍ବାଚନରେ ସୁଲତାନପୁର ଆସନରୁ ପରାଜିତ ହୋଇଥିଲେ। ସଞ୍ଜୟଙ୍କ ପ୍ରଥମ ସ୍ତ୍ରୀ ଗରିମା ସିଂ ଅମେଠିର ଭାଜପା ବିଧାୟକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷରେ ମୋଦିଙ୍କ ବିଦେଶ ଯାତ୍ରାରେ ୪୪୬ କୋଟି ୫୨ ଲକ୍ଷ ଖର୍ଚ୍ଚ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରାରେ ଗତ ୫ ବର୍ଷ ମଧ୍ୟରେ ୪୪୬ କୋଟି ୫୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଲୋକ ସଭାରେ...

ଖୋଲା ବଜାରରେ ମିଳିବନି କରୋନା ଟିକା

ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ...

ସହଯୋଗ କରିଥିଲା ପୋଲିସ

ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍‌ୟୁ କ୍ୟାମ୍ପସ୍‌ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ...

ଗାଁରେ ହେବ କରୋନା ଟେଷ୍ଟ: ମୋବାଇଲ ଲ୍ୟାବ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ, ୧୮।୬: କରୋନା ମହାମାରୀର ଆତଙ୍କ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଗାଁରେ କରୋନା ଟେଷ୍ଟ ପାଇଁ ସରକାରଙ୍କ ପକ୍ଷରୁ ମୋବାଇଲ ଲ୍ୟାବ୍‌ର...

୧୫ ମିନିଟରେ ସ୍ତନକର୍କଟ ସମ୍ପର୍କରେ ସୂଚନା ଦେଉଛି ଡିଭାଇସ୍‌

ବେଙ୍ଗାଲୁରୁ,୨।୩: ଭାରତରେ ସ୍ତନକର୍କଟରେ ବହୁ ମହିଳାଙ୍କ ମୃତ୍ୟୁ ଘଟିଥାଏ। ତେବେ ସ୍ତନକର୍କଟର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରିଲେ ଏହା ଘାତକ ହୋଇପାରି ନ ଥାଏ ବୋଲି...

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା: ନିର୍ମାଣ ହେବ ଲକ୍ଷେ ୨୫ ହଜାର କିମି ରାସ୍ତା; ଖର୍ଚ୍ଚ ହେବ ୮୦ ହଜାର କୋଟି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ତୃତୀୟ ପର୍ଯ୍ୟାୟରେ ଦେଶର ଗ୍ରାମୀଣ ଅଞ୍ଚଳରେ ଲକ୍ଷେ ୨୫ ହଜାର କିମି ରାସ୍ତା ନିର୍ମାଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ...

‘ମୋଦି ସରକାର ଏକଚ୍ଛତ୍ରବାଦୀ’

ନୂଆଦିଲ୍ଲୀ, ୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସାମ୍ପ୍ରଦାୟିକ, ଫାସିବାଦୀ ତଥା ଏକଚ୍ଛତ୍ରବାଦୀ ବୋଲି ସୋମବାର ଆନ୍ଦୋଳନରତ କୃଷକମାନେ ଅଭିଯୋଗ କରିଛନ୍ତି। ଏଥିସହିତ...

ଶିବରାଜ ସରକାରଙ୍କ ବଡ଼ ଘୋଷଣା: ଛାଡ ହେବ ବିଜୁଳି ବିଲ୍‌ !

ଭୋପାଳ,୨୮।୮: କରୋନା ମହାମାରୀ ସମୟରେ ମଧ୍ୟପ୍ରଦେଶର ଶିରାଜ ସିଂ ଚୌହାନ ସରକାର ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି...

Play 250+ Trending Games
Archives

Model This Week

Why Dharitri