Posted inଜାତୀୟ

କଂଗ୍ରେସକୁ ଟାର୍ଗେଟ କଲେ ଶାହ

ଦିସପୁର,୯।୯: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଆସାମ ଗସ୍ତରେ ଯାଇ ସେଠାରେ ଆୟୋଜିତ ନର୍ଥ ଇଷ୍ଟ ଡେମୋକ୍ରେଟିକ୍‌ ଆଲାଏନ୍ସ(ଏନ୍‌ଇଡିଏ)ରେ ଯୋଗ ଦେଇଥିଲେ। ଏଠାରେ ଉଦ୍‌ବୋଧନ ଦେବା ଅବସରରେ ସେ କହିଥିଲେ ସବୁ ରାଜ୍ୟ ଭାରତର ଅଂଶ। ଏହାସହ ପୂର୍ବ ଭାରତର ସମସ୍ତ ୮ ରାଜ୍ୟ ଏନ୍‌ଇଡିଏ ସହ ରହିଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଏହି ସମୟରେ ସେ ତାଙ୍କ ସମ୍ବୋଧନରେ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଥିଲେ ନର୍ଥ-ଇଷ୍ଟକୁ କଂଗ୍ରେସ ମୁକ୍ତ କରିବା ଏକ ଚ୍ୟାଲେଞ୍ଜ ଥିଲା ଯାହା ସେ କରି ଦେଖାଇଥିବା କହିଥିଲେ। କାରଣ ନର୍ଥ-ଇଷ୍ଟର ବିକାଶ ସ୍ଥାନରେ କଂଗ୍ରେସ ଏଠାରେ ଭ୍ରଷ୍ଟାଚର ବଢାଇ ଦେଇଥିଲା। ତେଣୁ ଲାଗୁଥିଲା ଏହା ଭାରତଠାରୁ ଅଲଗା। କିନ୍ତୁ ନାଗାଲାଣ୍ଡ ଭାରତର ଅଂଶ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri