Posted inଜାତୀୟ

କଂଗ୍ରେସକୁ ପୂରିଲା ୧୩୫ ବର୍ଷ: ଦେଶବ୍ୟାପି ‘ସମ୍ବିଧାନ ବଚାଓ, ଭାରତ ବଚାଓ’ ରାଲି

ନୂଆଦିଲ୍ଲୀ, ୨୮।୧୨: କଂଗ୍ରେସ ଶନିବାର ୧୩୫ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ କଂଗ୍ରେସ ପକ୍ଷରୁ ଜାତୀୟ ପତାକା ଉତ୍ତୋଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ମୋତିଲାଲ୍‌ ଭୋରା, ଏ.କେ. ଆଣ୍ଟୋନୀ ପ୍ରମୁଖ ଉପସ୍ଥିତ ଥିଲେ। ସ୍ଥାପନା ଦିବସରେ କଂଗ୍ରେସ ପକ୍ଷରୁ ଦେଶବ୍ୟାପି ସମ୍ବିଧାନ ବଚାଓ, ଭାରତ ବଚାଓ ରାଲି ଆୟୋଜିତ ହେଉଛି। ସୂଚନାଯୋଗ୍ୟ, ୧୮୮୫ରେ ଦାଦାଭାଇ ନାରୋଜୀ, ଏ.ଓ. ହ୍ୟୁମ୍‌ ଏବଂ ଦିନଶା ବାଚାଙ୍କ ପ୍ରୟାସରେ କଂଗ୍ରେସ ଦଳର ପ୍ରତିଷ୍ଠା କରାଯାଇଥିଲା। ୧୯୪୭ରେ ଦେଶ ସ୍ବାଧୀନ ହେବା ପରେ କଂଗ୍ରେସ ବୃହତ ରାଜନୈତିକ ଦଳ ଭାବେ ଏହାର କାର୍ଯ୍ୟ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ରୋକିବା ପାଇଁ ଲକଡାଉନ ହେଉଛି ଏକମାତ୍ର ସମାଧାନ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୫:କରୋନା ଭାଇରସର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିବାରେ ଲାଗିଛି। ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ସ୍ଥିତି ଅଣାୟତ୍ତ ହେବାରେ...

ସୋନୋଓ୍ବାଲ, ମୁରୁଗାନ୍‌ ହେଲେ ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୧୮।୯: ଆସାମ ଓ ମଧ୍ୟପ୍ରଦେଶରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ଲାଗି ଭାଜପା ଶନିବାର କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଏବଂ ଏଲ୍‌. ମୁରୁଗାନଙ୍କୁ ପ୍ରାର୍ଥୀ...

ମତଦାନ କଲେ ଅଖିଳେଶ

ଲକ୍ଷ୍ନୌ,୫ା୧୨: ସୋମବାର ସକାଳ ୭ଟାରୁ ୟୁପିର ମୈନପୁର ଲୋକ ସଭା ଆସନ ତଥା ରାମପୁର ଏବଂ ଖତୌଲି ବିଧାନସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ୍‌ ଚାଲିଛି।...

କୃଷି ବିଧେୟକକୁ ସାରା ଦେଶରେ ବିରୋଧ

ମୋହାଲି/ପଟିଆଲା,୨୦ ।୯:କୃଷି ବିଧେୟକକୁ ନେଇ ଜୋର ଧରିଲାଣି ବିରୋଧ ପ୍ରଦର୍ଶନ । ପଞାବରେ କୃଷକଙ୍କ ପ୍ରଦର୍ଶନ ସବୁଠାରୁ ଅଧିକ ଦେଖିବାକୁ ମିଳିଛି । ସେଠାରେ ବିରୋଧୀ...

ପହଁରାରେ ପ୍ରବୀଣ ରାହୁଲ

ରାୟପୁର, ୧୬ା୬ : ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ମଙ୍ଗଳବାର ବୋରଓ୍ବେଲରୁ ଉଦ୍ଧାର ହୋଇଥିବା ଛତିଶଗଡ଼ର ରାହୁଲ ସାହୁ (୧୧) ବିଳାସପୁର ଆପୋଲୋ ହସ୍ପିଟାଲ...

୩୦ ବର୍ଷ ପରେ ପ୍ରଥମ ଥର: ସାହରନପୁରରୁ ଦିଶୁଛି ହିମାଳୟ

ମିରଟ,୧।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜାରି ଲକ୍‌ଡାଉନ୍‌ ଯୋଗୁ ଯାନବାହନ ଚଳାଚଳ ବନ୍ଦ ଥିବାରୁ ପ୍ରଦୂଷଣ ହ୍ରାସ ପାଇଛି। ଉତ୍ତରପ୍ରଦେଶର ସାହରନପୁରରେ ଏୟାର...

ଭାଜପା ଉପରେ ବର୍ଷିଲେ ଉଦ୍ଧବ

ମୁମ୍ବାଇ,୫।୯: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ଏବଂ ଧାର୍ମିକ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେବାକୁ ପ୍ରଦର୍ଶନ କରୁଥିବା ଭାଜପା ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଧବ...

ଜାଣନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପତ୍ତି କେତେ…

ନୂଆଦିଲ୍ଲୀ,୯।୮: ମୋଟ ୨.୨୩ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶେଷକରି ବ୍ୟାଙ୍କରେ ଜମା ଆକାରରେ ଏହି ଟଙ୍କା ରହିଛି। ତେବେ ଏନେଇ...

Advertisement
Archives

Model This Week