Posted inଜାତୀୟ

କଂଗ୍ରେସକୁ ଭୋଟ ଦେବାକୁ ଭଗବାନ ରଘୁନାଥଙ୍କ ରାଣ ପକାଇଲେ କୁଲ୍ଲୁ ବିଧାୟକ

କୁଲ୍ଲୁ,୨୧।୪: ଲୋକ ସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ପକ୍ଷରୁ ନାନା ପ୍ରକାର ବିବାଦୀୟ ମନ୍ତବ୍ୟ ଜାରି ରହିଛି। ଏହି ମର୍ମରେ ହିମାଚଳପ୍ରଦେଶ କୁଲ୍ଲୁର ବିଧାୟକ ଆଶ୍ରୟ ଶର୍ମା ସ୍ଥାନୀୟ ଆରାଧ୍ୟ ଦେବତା ରଘୁନାଥଙ୍କ ସାହାରା ନେଇ ଭୋଟ ଭିକ୍ଷା କରିଛନ୍ତି। ରଘୁନାଥଙ୍କ ରାଣ ପକାଇ ସେ ଭୋଟରଙ୍କୁ କଂଗ୍ରେସକୁ ଭୋଟ ଦେବାକୁ କହିଛନ୍ତି। ଏହାକୁ ଭାଜପା ନେତାଙ୍କ ପକ୍ଷରୁ ବିରୋଧ କରାଯାଇଛି। ଏହା ନିର୍ବାଚନ ଆଚରଣ ବିଧିର ଉଲ୍ଳଂଘନ ବୋଲି ବିରୋଧୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…

ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

LPG ସଙ୍କଟ ମଧ୍ୟରେ ଚାକିରି ହରାଇଲେଣି ବହୁ ଡେଲିଭରି ବୟ! ଅନେକ ପରିବାର ଉପବାସରେ, ସରକାରଙ୍କୁ ଗୁହାରି କଲେ…

ନୂଆଦିଲ୍ଲୀ,୧୪।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଯୋଗୁ ବିଶ୍ୱବ୍ୟାପୀ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହୋଇଛି, ଯାହା ସିଧାସଳଖ ଭାରତର ଖାଦ୍ୟ ଯୋଗାଣ ଏବଂ ଗିଗ କର୍ମଚାରୀମାନଙ୍କୁ ପ୍ରଭାବିତ କରିଛି। ପୁଣେରୁ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri