Posted inଜାତୀୟ

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା ନୌକାକୁ ସମ୍ଭାଳିବା ପାଇଁ ଯୁବ ଅଧ୍ୟକ୍ଷ ଦରକାର ବୋଲି ଅମରିନ୍ଦର କହିଛନ୍ତି। ରାହୁଲ ଗାନ୍ଧୀଙ୍କ ପଦ ଛାଡ଼ିବା ଏକ ଦୁର୍ଭାଗ୍ୟପୂର୍ଣ୍ଣ ବିଷୟ ହୋଇଥିବା ବେଳେ ଏହି ପଦ ସମ୍ଭାଳିବା ପାଇଁ ଏବେ ଜଣେ ଯୁବା ନେତାଙ୍କୁ ଚୟନ କରାଯାଉ ବୋଲି ସେ ସିଡବ୍ଲୁସିକୁ ନିବେଦନ କରିଛନ୍ତି। ଏହି ପଦ ପାଇଁ ଏଭଳି ଏକ ନେତାଙ୍କ ଆବଶ୍ୟକ ଅଛି, ଯାହାଙ୍କ କଥା ତଳସ୍ତରରୁ ଆରମ୍ଭ କରି ସାରା ବିଶ୍ୱ ଶୁଣିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଏସିରେ ଭାରତୀୟ ଯବାନଙ୍କ ସଂଖ୍ୟା ବଢ଼ିଲା…

ଲଦାଖ,୧୪।୧୧: ଲଦାଖରେ ଚାଇନା ଏବଂ ପାକିସ୍ଥାନକୁ କଡ଼ା ଜବାବ ଦେବା ପାଇଁ ଭାରତୀୟ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ। ପ୍ରବଳ ଶୀତରେ, ଶତ୍ରୁ ପକ୍ଷର ଯେ...

ମୋଦିଙ୍କ ଜନ୍ମଦିନରେ ଭାଜପାର ମେଗା ପ୍ଲାନ

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଭାଡନଗରରେ ୧୭ ସେପ୍ଟେମ୍ବର ୧୯୫୦ରେ ଜନ୍ମଗ୍ରହଣ କରିଥିଲେ । ଆଜି ସେ ତାଙ୍କର ୭୧ ତମ ଜନ୍ମଦିନ...

ପ୍ରଦୂଷଣର ସମାଧାନ ନୁହେଁ ଅଡ୍‌-ଇଭିନ ନମ୍ବର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୧୧: ଦିଲ୍ଲୀ-ଏନ୍‌ସିଆର୍‌ରେ ବଢି ଚାଲିଥିବା ବାୟୁ ପ୍ରଦୂଷଣକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଥିଲା। ଏଥିରେ କୋର୍ଟ ଦିଲ୍ଲୀରେ ଶାସନ ଭାର ସମ୍ଭାଳିଥିବା...

ଦୁଇଦିନ ପରେ ଗେହଲଟଙ୍କର ହେବ ଶକ୍ତି ପରୀକ୍ଷା!

ଜୟପୁର,୧୯।୭: ରାଜସ୍ଥାନ ରାଜନୀତିରେ ଆସିଥିବା ପରିବର୍ତ୍ତନ ପରେ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ଭେଟିଥିଲେ। ଏଥିରେ ସେ ତାଙ୍କ ସମର୍ଥନରେ...

ପୁଣି ଆତଙ୍କ, ଭାରତରେ ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌-ଏଓ୍ବାଇ.୪.୨

ନୂଆଦିଲ୍ଲୀ,୨୫।୧୦: ଭାରତରେ କରୋନା ମହାମାରୀର ଏକ ନୂତନ ଭାରିଆଣ୍ଟ୍‌ ଡେଲଟା ପ୍ଲସ- ଏଓ୍ବାଇ.୪.୨ ଚିହ୍ନଟ ହୋଇଛି। ଏହା ବ୍ରିଟେନରେ ତାଣ୍ଡବ ରଚିସାରିଛି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ...

ନିର୍ବାଚନ ପୂର୍ବରୁ ଦୀପାବଳି, ୩୦ ଲକ୍ଷ ବୁଥ୍‌ କର୍ମୀଙ୍କ ପାଖକୁ ଭାଜପା ପଠାଇଲା ଉପହାର…

ଲକ୍ଷ୍ନୌ,୨୮।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ବୁଥ୍‌ କର୍ମୀଙ୍କ ମଧ୍ୟରେ ଉତ୍ସାହ ବ୍ୟଦ୍ଦି କରାଇବା ଲାଗି ଭାଜପା ପକ୍ଷରୁ...

ରେକର୍ଡ ପରେ ରେକର୍ଡ କରୁଛି କରୋନା

ନୂଆଦିଲ୍ଲୀ,୨୭।୮: ବେଳକୁ ବେଳ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୭୫,୭୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେବା ଏବେ ପୁଣିଥରେ...

୩୫୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୨୩ା୧୧: ଶ୍ରୀନଗର-ଲେହ ଜାତୀୟ ରାଜପଥ ସଂଲଗ୍ନ ୧୧,୫୭୮ ଫୁଟ୍‌ ଉଚ୍ଚରେ ଅବସ୍ଥିତ ଜୋଜିଲା ଗିରିପଥରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୩୫୦ ଜଣ ପର୍ଯ୍ୟଟକ ଓ...

Advertisement
Archives

Model This Week