Posted inଜାତୀୟ

କଂଗ୍ରେସରୁ ଇସ୍ତଫା ଦେଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶର କ୍ଷମତା ରାଜନୀତି ଏବେ ଦିଲ୍ଲୀ ପହଞ୍ଚିଛି। କଂଗ୍ରେସ ଦଳର ଅସନ୍ତୁଷ୍ଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ଭାଜପା ଟିକଟରୁ ସେ ରାଜ୍ୟ ସଭାକୁ ଯିବେ ବୋଲି କୁହାଯାଉଛି। ଏହାପରେ ତାଙ୍କୁ କେନ୍ଦ୍ରୀୟମନ୍ତ୍ରୀ ଭାବେ ଭାଜପାରେ ସୁଯୋଗ ମିଳିବାର ସମ୍ଭାବନା ରହିଛି ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ଜ୍ୟୋତିରାଦିତ୍ୟ ଏଭଳି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri