କଂଗ୍ରେସରେ ରହିଛି, ରହିବି: ରଞ୍ଜୀବ

ଭୁବନେଶ୍ୱର, ୧୫ା୮(ବ୍ୟୁରୋ):ନିକଟରେ ରାଜ୍ୟ ସଭାରେ ତିନ୍‌ ତଲାକ ବିଲ୍‌ ପାସ୍‌ ହେବାବେଳକୁ ସମସ୍ତ ଦଳୀୟ ଏମ୍‌ପିଙ୍କୁ ଉପସ୍ଥିତ ରହିବା ପାଇଁ କଂଗ୍ରେସ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ମାତ୍ର ଓଡ଼ିଶାରୁ ରାଜ୍ୟ ସଭା ଯାଇଥିବା ଦଳୀୟ ନେତା ରଞ୍ଜୀବ ବିଶ୍ୱାଳ ଉପସ୍ଥିତ ରହି ନ ଥିଲେ। ଫଳରେ ସେ ଦଳ ଛାଡ଼ିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ଏନେଇ ରଞ୍ଜୀବ ବୁଧବାର କହିଛନ୍ତି ଯେ, କଂଗ୍ରେସରେ ଅଛି, ରହିବି ମଧ୍ୟ। ଉକ୍ତ ବିଲ୍‌ ପାସ୍‌ ହେବା ସମୟରେ ଦେଶ ବାହାରେ ଥିଲି। ବିଦେଶ ଯାତ୍ରା ସମୟରେ ରାଜ୍ୟ ସଭାର ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ଙ୍କ ଅନୁମତି ନେଇଥିଲି। ମାତ୍ର ଅନୁଚ୍ଛେଦ ୩୭୦ ସମ୍ପର୍କିତ ବିଲ୍‌ ଆସିବା ସମୟରେ ରାଜ୍ୟ ସଭାରେ ଉପସ୍ଥିତ ଥିଲି। ଅନ୍ୟପକ୍ଷରେ ସେ କହିଛନ୍ତି ଯେ, ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫାକୁ ଏ ପର୍ଯ୍ୟନ୍ତ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଗ୍ରହଣ କରାଯାଇନାହିଁ। ଦଳକୁ ଠିକ୍‌ଭାବେ ଚଳାଇବା ପାଇଁ ନିରଞ୍ଜନଙ୍କ ପାଖରେ ସାଂଗଠନିକ ଦକ୍ଷତା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୩ା୧(ଡି.ଏନ୍‌.ଏ.): ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି।...

ପଲିଥିନ ନିଷେଧ ପାଇଁ ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରେ ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ମାତ୍ର ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ପଲିଥିନ କଟକଣାକୁ କଡ଼ାକଡ଼ି କରିବା ପାଇଁ ଓଡ଼ିଶା...

ବିଦ୍ୟୁତ୍‌ ଟାଓ୍ବାରରେ ପିଟିହେଲା କାର୍‌

ଭୁବନେଶ୍ୱର,୭ା୮(ବ୍ୟୁରୋ): ଭୁବନେଶ୍ୱର-ପୁରୀ ୩୧୬ ନମ୍ବର ଜାତୀୟ ରାଜପଥ ଉତ୍ତରା ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା...

ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସସୀମା ୭୦କୁ ବୃଦ୍ଧି

ଭୁବନେଶ୍ୱର,୬-୯(ବ୍ୟୁରୋ):ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରମାନଙ୍କ ଅବସର ବୟସସୀମା ବୃଦ୍ଧି କରିଛନ୍ତି। ଏଣିକି ନୂଆ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ ଡାକ୍ତରମାନେ ୬୮ ବର୍ଷ ବୟସ ପରିବର୍ତ୍ତେ ୭୦...

ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ଭାଜପା

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ହେଲା ନିରଙ୍କୁଶ ଶାସନ କରିଆସୁଥିବା ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ଆଇନ ତା’ବାଟରେ ଯିବ ବୋଲି କହୁଛନ୍ତି। ହେଲେ...

ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଅଜୟ ପରିଡାଙ୍କ ପରଲୋକ

ଭୁବନେଶ୍ବର,୧୯।୭(ବ୍ୟୁରୋ): ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଡା.ଅଜୟ ପରିଡାଙ୍କ ମଙ୍ଗଳବାର ଦେହାନ୍ତ ହୋଇଛି। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ଗୌହାଟୀରେ ଏକ ପ୍ରେସ କନଫରେନ୍ସରେ ଯୋଗଦେବାକୁ...

ସବାଇ ଘାସ: ବର୍ଷକୁ ୩୦୦ କୋଟି କାରବାର

ବାରିପଦା ଅଫିସ, ୮।୭-ମୟୂରଭଞ୍ଜ ଜିଲାରେ ବସବାସ କରୁଥିବା ଗରିବ ଆଦିବାସୀ ପରିବାର ଲୋକେ ସବାଇ ଘାସରୁ ନିଜର ଗୁଜୁରାଣ ମେଣ୍ଟାଉଛନ୍ତି। ସବାଇଘାସରୁ ପ୍ରସ୍ତୁତ ଉନ୍ନତ ମାନର...

ଘରୋଇ ବସ୍‌ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୧୭ା୧(ବ୍ୟୁରୋ):ବିଭିନ୍ନ ଦାବି ନେଇ ମଙ୍ଗଳବାରଠାରୁ ରାଜ୍ୟବ୍ୟାପୀ ହେବାକୁ ଥିବା ପ୍ରସ୍ତାବିତ ବସ୍‌ ଧର୍ମଘଟକୁ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସ୍ଥଗିତ ରଖିବାକୁ ଘୋଷଣା କରିଛି।...

Advertisement
Archives

Model This Week