Posted inଜାତୀୟ

କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ

ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟି ଅସ୍ଥାୟୀ ଭାବେ ଦଳର ନେତୃତ୍ୱ ନେବା ଲାଗି ଅନୁରୋଧ କରିଥିଲେ। ସ୍ବାସ୍ଥ୍ୟଗତ କାରଣରୁ ରାଜନୀତିଠାରୁ ଦୂରେଇ ରହିଥିବା ସୋନିଆ ଅଧ୍ୟକ୍ଷ ପଦ ଗ୍ରହଣ କରିବାକୁ ମନା କରିଦେଇଛନ୍ତି। ଏପରିକି ଅସ୍ଥାୟୀ ଭାବେ ମଧ୍ୟ ଅଧ୍ୟକ୍ଷ ପଦ ଗ୍ରହଣ କରିବାକୁ ସମର୍ଥ ନୁହନ୍ତି ବୋଲି ସୋନିଆ ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି।
ଲୋକ ସଭା ନିର୍ବାଚନରେ ପରାଜୟ ପରେ ବିଭିନ୍ନ ରାଜ୍ୟରେ କଂଗ୍ରେସର ସ୍ଥିତି ଖରାପ ହେବାରେ ଲାଗିଛି। ଦଳର ଏଭଳି ନୈରାଶ୍ୟଜନକ ସ୍ଥିତିରେ ହସ୍ତକ୍ଷେପ କରି ଅନ୍ତରୀଣ ଅଧ୍ୟକ୍ଷ ହେବା ଲାଗି ସୋନିଆଙ୍କୁ ତାଙ୍କର ଘନିଷ୍ଠ ସହଯୋଗୀମାନେ ଅନୁରୋଧ କରିଥିଲେ। ଅଧ୍ୟକ୍ଷ ପଦ ଗ୍ରହଣ କରିବା ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହେବ ବୋଲି ୭୨ ବର୍ଷୀୟା ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ଲିଭାଇବ ରୋବୋ: ଖର୍ଚ୍ଚ ହେବ କମ୍‌ ପାଣି

ଅହମ୍ମଦାବାଦ୍‌, ୨୫।୧: ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଥାଏ। ତେବେ ଅହମ୍ମଦାବାଦ୍‌ ଦମକଳ ବିଭାଗ ପକ୍ଷରୁ ଏବେ ଏହି କାର୍ଯ୍ୟରେ ରୋବୋକୁ ନିୟୋଜିତ...

ଡେଙ୍ଗୁ ବିରୋଧରେ ଲଢ଼େଇ, ସରକାର ଜାରି କଲେ ୧୦ ସପ୍ତାହ-୧୦ଟା-୧୦ମିନିଟ ଅଭିଯାନ…

ନୂଆଦିଲ୍ଲୀ,୨୨।୯: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ଡେଙ୍ଗୁ ବିରୋଧୀ ଲଢେଇକୁ...

ୟୁପିର ସବୁ ଆସନରେ ଭାଜପା ହାରିବ: ଅଖିଳେଶ

ଲକ୍ଷ୍ନୌ,୨୩।୧ : ୨୦୨୪ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସମସ୍ତ ୮୦ ଆସନରେ ଭାଜପା ନିଶ୍ଚୟ ପରାଜୟର ସ୍ବାଦ ଚାଖିବ ବୋଲି ସମାଜବାଦୀ ପାର୍ଟି ଅଧ୍ୟକ୍ଷ...

ଆର୍ବିଟ୍ରେଶନ୍‌ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଆନୁଷ୍ଠାନିକ ଘରୋଇ ତଥା ଅନ୍ତର୍ଜାତୀୟ ମଧ୍ୟସ୍ଥତା ପାଇଁ ଏକ ସ୍ବାଧୀନ ତଥା ସ୍ବୟଂଚାଳିତ ସଂସ୍ଥା ଗଠନ ଲାଗି ଅଣାଯାଇଥିବା ବିଲ୍‌ ଲୋକ ସଭାରେ ବୁଧବାର...

ବାପାଙ୍କୁ ହତ୍ୟା ପାଇଁ ୧ କୋଟିର ସୁପାରି

ବେଙ୍ଗାଲୁରୁ, ୧।୩: ବାପାଙ୍କ ହତ୍ୟା ଅଭିଯୋଗରେ ବେଙ୍ଗାଲୁରୁର ୩୨ ବର୍ଷୀୟ ଏମ୍‌. ମଣିକାନ୍ତଙ୍କୁ ପୋଲିସ ଗିରଫ କରିଛି। ଦୁଇ ଯୁବକଙ୍କୁ ୧ କୋଟିର ସୁପାରି ଦେଇ...

ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି କଂଗ୍ରେସ: କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୪।୩: ଭାଜପା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ କଂଗ୍ରେସ ଉପରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ମଦ ପାଇଁ ନେପାଳରେ ବିହାରୀ

ନୂଆଦିଲ୍ଲୀ,୨୧।୫: ବିହାରରେ ମହିଳାଙ୍କ ପ୍ରତି ଘରୋଇ ହିଂସା ବଢ଼ିବାରେ ଲାଗିଥିଲା। ମଦକୁ ଏହାର କାରଣ ଭାବେ ଧରିନେଇ ମହିଳାମାନେ ରାଜ୍ୟରେ ନିଶା ବିରୋଧୀ ଆନ୍ଦୋଳନ ଚଳାଇଥିଲେ।...

ପିଓକେ ଭାରତର ଅଂଶ : ସେନା ମୁଖ୍ୟ

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି ପାକ୍‌ ଅଧିକୃତ କଶ୍ମୀର(ପିଓକେ) ଓ ଗିଲଗିଟ ବାଲତିସ୍ତାନ ଭାରତର ଅଂଶ। ଏହାକୁ ପାକିସ୍ତାନ ଆତଙ୍କବାଦୀ...

Advertisement
Archives

Model This Week