Posted inଜାତୀୟ

କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ପାଇଁ ସିଭିଲ ସୋସାଇଟିର ପ୍ରତିନିଧଙ୍କ ସହ ହେଲା ବୈଠକ

ନୂଆଦିଲ୍ଲୀ,୨୨ ।୮: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ପାଇଁ ଦିଲ୍ଲୀର କନଷ୍ଟିଚ୍ୟୁଏଶନ କ୍ଲବ ଅଫ୍ ଇଣ୍ଡିଆରେ ସାରା ଦେଶର ସିଭିଲ ସୋସାଇଟିର ପ୍ରତିନିଧି ଓ ବଡ ବଡ ବ୍ୟକ୍ତି ବିଶେଷଙ୍କ ସହ ବୈଠକ ହୋଇଛି । ଏହି ବୈଠକରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ବି ପହଞ୍ଚିଥିଲେ । ସେ ସେଠାରେ ଉପସ୍ଥିତ ଥିବା ଲୋକଙ୍କ ସହ କଥା ହୋଇଥିଲେ । କଂଗ୍ରେସ ୭ ସେପ୍ଟେମ୍ବରରେ ‘ଭାରତ ଯୋଡୋ ଯାତ୍ରା’ ଆରମ୍ଭ କରିବ । ଏଥିପାଇଁ ଦଳ ସିଭିଲ ସୋସାଇଟିର ପ୍ରତିନିଧି ଓ ସାଧାରଣ ଲୋକଙ୍କ ଦାବିକୁ ଉପସ୍ଥାପନ କରୁଥିବା ସମସ୍ତ ଲୋକଙ୍କୁ ସାମିଲ ହେବା ପାଇଁ ଆମନ୍ତ୍ରଣ କରାଯାଇଛି ।
କଂଗ୍ରେସର ଏହି ଯାତ୍ରା କଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଚାଲିବ । ଯାହାକୁ ନେଇ ସୋମବାର ସିଭିଲ ସୋସାଇଟିର ପ୍ରତିନିଧିଙ୍କ ସହ ବିଚାର ବିମର୍ଶ କରାଯାଇଛି । କଂଗ୍ରେସ ଗତ ସପ୍ତାହରେ ଏହି ଯାତ୍ରା ସମ୍ପର୍କରେ ଘୋଷଣା କରିଥିଲା । ଯେଉଁଥିରେ ରାହୁଲ ଗାନ୍ଧୀଙ୍କ ସମେତ ଦଳର କର୍ମୀ ଓ ନେତା ଭାଗ ନେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର ଖବରଦାତା ସମ୍ମିଳନୀ: ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ରବିବାର ହୋଇଥିବା ହିଂସାତ୍ମକ ପ୍ରଦର୍ଶନ ପରେ ସୋମବାର ଦିଲ୍ଲୀ ପୋଲିସ ଏକ ଖବରଦାତା ସମ୍ମିଳନୀ କରିଛି। ଏଥିରେ ପୋଲିସ...

ପ୍ରତିରକ୍ଷା ତଥ୍ୟ ଗାଏବ

ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟର ଖବର ବିଭାଗରେ ଥିବା...

ଡିଜେ ଶବ୍ଦରେ ବରଙ୍କ ମୃତ୍ୟୁ

ହାଇଦ୍ରାବାଦ,୧୬ା୨: (ଆଇଏଏନ୍‌ଏସ୍‌): ତେଲଙ୍ଗାନାର ନିଜାମାବାଦ ଜିଲା ଅନ୍ତର୍ଗତ ବୋଧନ ସହରରେ ଏକ ବାହାଘର ଶୋଭାଯାତ୍ରାରେ ଉତ୍କଟ ଡିଜେ ଶବ୍ଦରେ ମୂର୍ଚ୍ଛା ଯାଇଥିବା ବରଙ୍କର ମୃତ୍ୟୁ ହୋଇଯାଇଛି।...

ଦିଲ୍ଲୀ-ଏନ୍‌ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍‌ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା...

ଡିସେମ୍ବର ୨୭ରେ ଶପଥ ନେଇ ପାରନ୍ତି ହେମନ୍ତ

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ କଂଗ୍ରେସ ମେଣ୍ଟକୁ ବହୁମତ ମିଳିଛି। ୮୧ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ-ଜେଏମ୍‌ଏମ ମେଣ୍ଟ ୪୭ ଆସନ ହାତେଇଛି। ସରକାର ଗଠନ...

ହର୍ନ ମାରିଲେ ଗଣିବାକୁ ପଡ଼ିବ ଜରିମାନା

ନୂଆଦିଲ୍ଲୀ,୨୫ା୧୨- ଏଣିକି ହର୍ନ ମାରିଲେ ମଧ୍ୟ ଗଣିବାକୁ ପଡ଼ିବ ମୋଟା ଅଙ୍କର ଜରିମାନା। ତେବେ ଏହି ନିୟମ ପୂରା ଦେଶରେ ଲାଗୁ ହୋଇ ନାହିଁ। ଦିଲ୍ଲୀରେ...

ପ୍ରେମିକାଙ୍କ ଘରେ ରାତିରେ ଛେଚା ଖାଇଲେ ପ୍ରେମିକ, ସକାଳେ ହେଲେ ଜ୍ୱାଇଁ

ଲକ୍ଷ୍ନୌ,୨୨।୧୧: ଉତ୍ତରପ୍ରଦେଶର ରାମପୁରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ତାଙ୍କ ଘରକୁ ଯାଇଥିବା ପ୍ରେମିକ ଧରାପଡି ପ୍ରବଳ ଛେଚା ଖାଇବା...

ପ୍ରକାଶ ପାଇଲା ହରିୟାଣା କଂଗ୍ରେସର ଘୋଷଣା ପତ୍ର

ଚଣ୍ଡିଗଡ଼,୧୧।୧୦: ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଘୋଷଣା ପତ୍ର ପ୍ରକାଶ ପାଇଛି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week