Posted inଜାତୀୟ

କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପଦରୁ ଇସ୍ତଫା ଦେଲେ ହରିଶ ରାଓ୍ବତ

ଡେରାଡୁନ୍‌, ୪।୭: ଉତ୍ତର ଖଣ୍ଡର ପୂର୍ବତମ ମୁଖ୍ୟମନ୍ତ୍ରୀ ହରିଶ ରାଓ୍ବତ କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପଦରୁ ଇସ୍ତଫା ଦେଇଛନ୍ତି। ନିଜ ଫେସ୍‌ବୁକ୍‌ରେ ସେ ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେଇଥିଲେ। ତାଙ୍କ ସ୍ଥାନରେ କଂଗ୍ରେସର ଅଧ୍ୟକ୍ଷ କିଏ ହେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଖ୍ୟାତ ଆତଙ୍କବାଦୀ ଏଜାଜ ଅହଂଗରଙ୍କୁ ଜେଲରୁ ମୁକୁଳାଇଲା ତାଲିବାନ, ସୁରକ୍ଷା ଏଜେନ୍ସି ଆଲର୍ଟ

ନୂଆଦିଲ୍ଲୀ,୨୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ପରେ ଭାରତୀୟ ସୁରକ୍ଷା ଏଜେନ୍ସି ପାଇଁ ସୁରକ୍ଷା ଚିନ୍ତା ବଢି ଯାଇଛି । ଆମେରିକା ସେନା ଫେରିଯିବା ପରେ...

ରାଜଭବନରେ ଗୋଇନ୍ଦାଗିରି କରୁଛନ୍ତି ରାଜ୍ୟ ସରକାର

କୋଲକାତା, ୧୬।୮: ରାଜଭବନ ଉପରେ ତୀକ୍ଷଣ୍‌ ନଜର ରଖାଯାଉଛି। ରାଜ୍ୟ ସରକାର ରାଜଭବନରେ ଗୋଇନ୍ଦାଗିରି କରୁଛନ୍ତି। ଏଭଳି ଗୁରୁତର ଅଭିଯୋଗ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ୍‌ ଧନଖଣ୍ଡ...

ସ୍କୁଲ ଖୋଲିବାକୁ ଭୟ କରୁଛନ୍ତି ରାଜ୍ୟ ସରକାର, ତାରିଖ ଘୋଷଣା ପରେ ପୁଣି ପଛଉଛନ୍ତି…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଅପରପକ୍ଷରେ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲକ୍‌ଡାଉନ୍‌ ଯୋଗୁ...

ଦୁର୍ଗ ଭେଦିବାକୁ ଭାଜପାର କସରତ

ପରଜଙ୍ଗ, ୨୧।୪(ଡି.ଏନ.ଏ.) ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ଲୋକ ସଭା କ୍ଷେତ୍ର ଢେଙ୍କାନାଳରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୨୩ରେ ଅନୁଷ୍ଠିତ ହେଉଛି। ପ୍ରଚାର ସରିବାକୁ...

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର...

ଆକାଶ ମାର୍ଗରୁ କର୍ନାଟକ ବନ୍ୟାସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୫।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଏସ୍‌ ୟେଦୁରପ୍ପା ସୋମବାର ଆକାଶ ମାର୍ଗରୁ କର୍ନାଟକ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟା ପରିସ୍ଥିତିକୁ...

ହିମାଚଳ ପ୍ରଦେଶରେ ଲାଗିଛି ଲମ୍ବା ଟ୍ରାଫିକ୍‌

ଶିମଲା,୧୩।୬: ହିମାଚଳ ପ୍ରଦେଶରେ ପ୍ରବେଶ କରିବା ପାଇଁ ଆରଟି-ପିସିଆର ରିପୋର୍ଟ ଦରକାର ନାହିଁ। ଏହି ଘୋଷଣା ହେବା ପରେ ରାଜ୍ୟର ପ୍ରବେଶ ପଥରେ ସୃଷ୍ଟି ହୋଇଛି...

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ...

Advertisement


Archives

Model This Week