Posted inଜାତୀୟ

କଂଗ୍ରେସର ୫୧ ଏମ୍‌ପିଙ୍କ କଥା ମାନିଲେନି ରାହୁଲ: ଅଧ୍ୟକ୍ଷ ହେବାକୁ କଲେ ମନା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ବିଫଳତା ପରେ ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ଛାଡ଼ିବାକୁ ଅଡ଼ି ବସିଛନ୍ତି। ବୁଧବାର ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ କଂଗ୍ରେସର ୫୨ ଏମ୍‌ପିଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାହୁଲ ଅଧ୍ୟକ୍ଷ ପଦରେ ରହିବେ ନାହିଁ ବୋଲି ମନା କରିଛନ୍ତି। ଏମ୍‌ପିମାନଙ୍କ କୌଣସି କଥା ସେ ଶୁଣି ନାହାଁନ୍ତି। ଶଶି ଥରୁର୍‌ ଏବଂ ମନୀଷ ତିଓ୍ବାରୀ କଂଗ୍ରେସର ଏହି ବିଫଳତା ସାମୁହିକ। ଏଥିପାଇଁ ବ୍ୟକ୍ତିଗତ ଭାବେ ନିଜକୁ ଦୋଷୀ ଭାବିବା ଠିକ ନୁହେଁ ବୋଲି ସେମାନେ କହିଥିଲେ। ତାଙ୍କ ପରିବର୍ତ୍ତେ ଅଧ୍ୟକ୍ଷ ପଦ ପାଇଁ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମ ପ୍ରସ୍ତାବ ଦେବାକୁ ରାହୁଲ ମନା କରିଛନ୍ତି। ଅନ୍ୟ କୌଣସି ସଦସ୍ୟଙ୍କୁ ଏହି ଦାୟିତ୍ୱ ଦେବା ଉପରେ ରାହୁଲ ଜୋର୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

TMC ଛାଡ଼ିଲେ ଏମ୍‌ପି କାକୋଲି ଘୋଷ, ମମତାଙ୍କର ଥିଲେ ଅତି ଘନିଷ୍ଠ

କୋଲକାତା,୨୭ା୫: TMCକୁ ବଡ଼ ଝଟ୍‌କା। ଦଳ ଛାଡ଼ଛନ୍ତି ଏମ୍‌ପି କାକୋଲି ଘୋଷ। ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିଲେ। ବାରାଶତ୍ରୁରୁ ସେ…

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri