Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ଦୌଡ: ଆଗରେ ଗେହଲଟ

ନୂଆଦିଲ୍ଲୀ,୨୦।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ରାହୁଲ ଗାନ୍ଧୀଙ୍କ ସ୍ଥାନ ନେଇ ପାରନ୍ତି ବୋଲି ଆଲୋଚନା ହେଉଛି। ରାହୁଲଙ୍କ ପରେ ସେ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିବେ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଅଡି ବସିଥିବା ବେଳେ ବହୁ ବୁଝାସୁଝା ପରେ ସେ ଏହି ପଦରେ ଏପର୍ଯ୍ୟନ୍ତ ରହିଛନ୍ତି। ହେଲେ ଗେହଲଟ ଯଦି କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳନ୍ତି ତେବେ ରାଜସ୍ଥାନ ଉପ ମୁଖ୍ୟମନ୍ତ୍ରୀ ସଚ୍ଚିନ ପାଇଲଟ ହୁଏତ ମୁଖ୍ୟମନ୍ତ୍ରୀ ଆସନରେ ବସିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ‘ଟମାଟର୍‌’ କହିବାରୁ ସ୍ବାମୀ ନେଲେ ଚରମ ନିଷ୍ପତ୍ତି

ପାଟନା,୩୧।୩: ବିହାରର ମୁଙ୍ଗେର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଗତପୁର ଗ୍ରାମରେ ବଜାରରୁ ଫେରୁଥିବା ଜଣେ ମହିଳାଙ୍କୁ ଟମାଟର କହି କମେଣ୍ଟ କରିଥିଲେ ଜଣେ...

ଲକ୍‌ଡାଉନ ସମୟରେ ଜନ୍ମଦିନ ପାଳି ଅଡୁଆରେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୧।୪: କର୍ନାଟକ ତୁରୁଭେକେରେର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଏମ୍‌. ଜୟନାରାୟଣ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଜନ୍ମଦିନ ପାଳି ବିବାଦ ଘେରକୁ ଚାଲି ଆସିଛନ୍ତି।...

ଚନ୍ନି ମୁଖ୍ୟମନ୍ତ୍ରୀ ହେଲେ ସିଦ୍ଧୁ ନେଇପାରନ୍ତି ବଡ ପଦକ୍ଷେପ

ଚଣ୍ଡିଗଡ଼,୫ ।୨: ପଞ୍ଜାବର ଶାସକ କଂଗ୍ରେସ ଦଳ ମଧ୍ୟରେ ଲାଗି ରହିଥିବା ଅନ୍ତଃ କଳହ ତୁଟିବାର ନାଁ ନେଉନି । ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା...

ପ୍ରିୟଙ୍କାଙ୍କୁ ୟୁପି ପୋଲିସର ଦୁର୍ବ୍ୟବହାର

ଲକ୍ଷ୍ନୌ,୨୯ା୧୨: ସିଏଏ ଏବଂ ଏନ୍‌ଆର୍‌ସି ବିରୋଧୀ ବିକ୍ଷୋଭ ବେଳେ ଗିରଫ ହୋଇଥିବା ପୂର୍ବତନ ଆଇପିଏସ୍‌ ଅଫିସର ତଥା ସାମାଜିକ କର୍ମୀ ଏସ୍‌.ଆର୍‌. ଦାରାପୁରୀଙ୍କ ପରିବାରଙ୍କୁ ଭେଟିବାକୁ...

ବିବାଦୀୟ ଟୁଇଟ୍‌ ଡିଲିଟ୍‌ କଲେ ବିବେକ

ମୁମ୍ବାଇ,୨୧।୫: ବିଲିଉଡ୍‌ ଅଭିନେତା ବିବେକ ଓବରଏ ଟୁଇଟର୍‌ରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରି ଆସିଥିଲେ ବିବାଦକୁ। ହେଲେ ମଙ୍ଗଳବାର...

ପାକିସ୍ତାନକୁ ସମନ କରିବ ଭାରତ

ନୂଆଦିଲ୍ଲୀ,୧୪ା୧୧: ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ ପାଇଁ ପାକିସ୍ତାନକୁ ସମନ କରିବ ଭାରତ। ଶୁକ୍ରବାର ପାକିସ୍ତାନର ଆଖିବୁଜା ଗୁଳି ଚାଳନାରେ ଭାରତୀୟ ଯବାନ ଶହୀଦ ହେବା...

ପୁଅ ବିରୋଧ କରୁଛନ୍ତି, ହାତ ମିଳାଇଲେ ବାପା

ଲକ୍ଷ୍ନୌ/ନୂଆଦିଲ୍ଲୀ,୨୧।୧୨: ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ଶାସକ ଭାଜପା ଏବଂ ବିରୋଧୀ ସମାଜବାଦୀ ପାର୍ଟି (ଏସ୍‌ପି) ମୁହାଁମୁହିଁ ଅବସ୍ଥାରେ ଥିବାବେଳେ ଏକ ଫଟୋକୁ ନେଇ...

ରାମମନ୍ଦିରରେ ଅର୍ପଣ ହେବ ୧୧୫ ଦେଶର ପବିତ୍ର ଜଳ

ନୂଆଦିଲ୍ଲୀ, ୧୯।୯: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣରେ ଅର୍ପଣ ପାଇଁ ୭ ମହାଦେଶର ୧୧୫ଟି ଦେଶରୁ ପବିତ୍ର ଜଳ ସଂଗ୍ରହ କରାଯାଇଛି। ଏହା ବସୁଧୈବ କୁଟୁମ୍ବକମ୍‌...

Advertisement
Archives

Model This Week