Posted inଜାତୀୟ

କଂଗ୍ରେସ ଉପରେ ବର୍ଷିଲେ ମୋଦି

ହରିୟାଣା,୧୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ହରିୟାଣାରେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ ଭାଜପା ସରକାରଙ୍କ ଶାସନ କାଳରେ ହୋଇଥିବା ସଫଳତାର କାହାଣୀ କହିଛନ୍ତି। ଏହାସହ ବିରୋଧୀ କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ନେଇ ସେ କଂଗ୍ରେସକୁ ପ୍ରଶ୍ନ କରିଛନ୍ତି। ମୋଦି ହରିୟାଣାର କଂଗ୍ରେସ ନେତାଙ୍କୁ କହିଛନ୍ତି ଜମ୍ମୁ-କଶ୍ମୀରରେ ସାଧାରଣ ଜନତାକୁ ସୁରକ୍ଷା ଦେଉଥିବା ବୀର ଯବାନମାନେ କାହିଁକି ଆତଙ୍କବାଦୀଙ୍କ ଶିକାର ହେଉଥିଲେ ଏହାର ଉତ୍ତର ଦିଅନ୍ତୁ। ସେହି ବୀର ସନ୍ତାନର ଜନନୀମାନଙ୍କୁ ଉତ୍ତର ଦିଅନ୍ତୁ ୩୭୦ସେମାନଙ୍କୁ ଏତେ ପ୍ରିୟ କାହିଁକି।


Enter your email to get our daily news in your inbox.

All Right Reserved By Dharitri.Com

‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’

ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା...

ସ୍ବପ୍ନ ପୂରଣ କଲେ ଶିକ୍ଷକ: ଅବସର ଗ୍ରହଣ ପରେ ହେଲିକପ୍ଟରରେ ଗାଁକୁ ଫେରିଲେ

ଅଲଓ୍ବର,୧।୯: ରାଜସ୍ଥାନ ଅଲଓ୍ବରର ରମେଶ ଚାନ୍ଦ ମିନା ନାମକ ଜଣେ ଶିକ୍ଷକ ତାଙ୍କ ସ୍ବପ୍ନ ପୂରଣ କରିବା ଲାଗି ହେଲିକପ୍ଟରରେ ଯାତ୍ରା କରିଛନ୍ତି। କଥା ହେଲା...

ପୁଙ୍ଖାନୁପୁଙ୍ଖ ତଦନ୍ତ ନିର୍ଦ୍ଦେଶ

ମୋର୍‌ବି,୨ା୧୧: ଗୁଜରାଟର ମୋର୍‌ବି ଝୁଲାପୋଲ ଭୁଶୁଡ଼ିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଉକ୍ତ ଅଘଟଣରୁ ଶିକ୍ଷାଲାଭ...

ଲାଡଲୀ ଲକ୍ଷ୍ମୀ ଦିବସ: ବାଳିକାଙ୍କ ଉପରେ ଫୁଲବର୍ଷା କରି ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ…

ଭୋପାଳ,୨।୫ : ମଧ୍ୟପ୍ରଦେଶରେ ମଙ୍ଗଳବାର ଲାଡଲୀ ଲକ୍ଷ୍ମୀ ଦିବସ ପାଳନ କରାଯାଇଛି। ଏହି ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମ ମଧ୍ୟାହ୍ନ...

ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଭିସି କାର୍ଯ୍ୟାଳୟ ଘେରାଓ କଲେ ଛାତ୍ର

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିର ଛାତ୍ରମାନେ ସୋମବାର କୁଳପତିଙ୍କ କାର୍ଯ୍ୟାଳୟ ଘେରାଓ କରିଛନ୍ତି। କୁଳପତି ନଜମା ଅଖତରଙ୍କ କାର୍ଯ୍ୟାଳୟ ବାହାରେ ଛାତ୍ରମାନେ ବିକ୍ଷୋଭ...

ଦିଲ୍ଲୀ ଦଙ୍ଗାରେ ପ୍ରାଣ ହରାଇଥିବା ଆଇବି କର୍ମଚାରୀଙ୍କ ଭାଇଙ୍କୁ ଚାକିରି ଦେଲେ କେଜ୍‌ରିଓ୍ବାଲ୍‌ ସରକାର

ନୂଆଦିଲ୍ଲୀ,୧୭।୩: ଦିଲ୍ଲୀ ଦଙ୍ଗାରେ ପ୍ରାଣ ହରାଇଥିବା ଜଣେ ଗୁଇନ୍ଦା ବିଭାଗ(ଆଇବି) କର୍ମଚାରୀଙ୍କ ଭାଇଙ୍କୁ କେଜ୍‌ରିୱାଲ ସରକାର ସରକାରୀ ଚାକିରି ଦେଇଛନ୍ତି। ଦିଲ୍ଲୀ ହିଂସାରେ ଅଙ୍କିତ ଶର୍ମାଙ୍କୁ...

ଶାନ୍ତନୁଙ୍କୁ ହାଇକୋର୍ଟ ଜାମିନ

ମୁମ୍ବାଇ,୧୭ା୨: ସ୍ବିଡେନର କୁନି କ୍ଲାଇମେଟ୍‌ ଚେଞ୍ଜ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗଙ୍କ ‘ଟୁଲ୍‌କିଟ୍‌’ ମାମଲାରେ ମଙ୍ଗଳବାର ପୁଣେର ଯୁବ ଇଞ୍ଜିନିୟର ଶାନ୍ତନୁ ମୁଲୁକ୍‌ଙ୍କୁ ବମ୍ବେ ହାଇକୋର୍ଟ ଟ୍ରାଞ୍ଜିଟ୍‌...

ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ଘୋଷଣା କଲେ ଶରଦ ପାଓ୍ବାର

ମୁମ୍ବାଇ,୨।୫: ଦେଶର ବରିଷ୍ଠ ରାଜନେତାଙ୍କ ମଧ୍ୟରୁ ଜଣେ ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶରଦ ପାଓ୍ବାର ରିଟାୟର ହେବାକୁ ଘୋଷଣା କରିଛନ୍ତି। ନିଜ ଜୀବନ ସହ ଜଡିତ...

Advertisement
Archives

Model This Week