Posted inଜାତୀୟ

କଂଗ୍ରେସ ଉପରେ ଭରସା କରନ୍ତୁ ନାହିଁ: ଅମିତ ଶାହା

ବେଙ୍ଗାଲୁରୁ,୧୭।୧: କେନ୍ଦ୍ର ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା ରବିବାର କଂଗ୍ରେସ ଉପରେ ବର୍ଷିଛନ୍ତି। କର୍ନାଟକର ବଗାଲକୋଟରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବାବେଳେ ସେ କହିଛନ୍ତି ଯେ,କଂଗ୍ରେସକୁ ଆଦୌ ବିଶ୍ୱାସ କରନ୍ତୁ ନାହିଁ, ଟିକା ନେବା ସମୟ ଯେତେବେଳେ ଆସିବ ସେତେବେଳେ ଟିକା ନେବାକୁ ଯାଆନ୍ତୁ। କଂଗ୍ରେସ ନେତାମାନେ ଏହି ଟିକା ଉପରେ ପ୍ରଶ୍ନ କରୁଛନ୍ତି। ମୁଁ ଜାଣେ ସେମାନେ ବିରୋଧ ବ୍ୟତୀତ ଅନ୍ୟ କିଛି କରିପାରିବେ ନାହିଁ କିନ୍ତୁ ଅନ୍ତତଃପକ୍ଷେ ଯେଉଁମାନେ ଟିକା ପାଇଁ ଯାଉଛନ୍ତି ସେମାନଙ୍କୁ ଅଟକାନ୍ତୁ ନାହଁି। ମୁଁ ଆପଣଙ୍କୁ ନିଶ୍ଚିତ କରୁଛି ଯେ ଭାରତରେ ବିକଶିତ ଉଭୟ ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ ଅଟେ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ମୁଁ କଂଗ୍ରେସ ନେତାମାନଙ୍କୁ ପଚାରିବାକୁ ଚାହେଁ, ତୁମେ ୪ ପିଢି ପର୍ଯ୍ୟନ୍ତ ଦେଶ ଶାସନ କରିଛ, ଗରିବ ମହିଳାଙ୍କ ଘରେ ଏଲପିଜି କାହିଁକି ଯୋଗାଇନାହଁ? ଗରିବଙ୍କ ପାଇଁ ଶୌଚାଳୟ, ବିଦ୍ୟୁତ, ଘର, ଆୟୁଷ୍ମାନ ଭାରତ ଯୋଜନା କାହିଁକି ନ ଥିଲା? କାରଣ ସେମାନେ ଦାରିଦ୍ର୍ୟ ଦୂର କରିବାକୁ ଚାହୁଁ ନ ଥିଲେ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri