Posted inଜାତୀୟ

କଂଗ୍ରେସ ଏକ୍‌ଜିଟ୍‌ ପୋଲ୍‌: ଏନ୍‌ଡିଏ ଆଗରେ

ନୂଆଦିଲ୍ଲୀ,୨୨।୫: ବିଭିନ୍ନ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ କରାଯାଇଥିବାବେଳେ ଏଥିରେ ଏନଡିଏ ପୁଣିଥରେ କ୍ଷମତା ଦଖଲ କରିବ ବୋଲି ଅନୁମାନ କରାଯାଇଛି। ତେବେ ଖୋଦ୍‌ କଂଗ୍ରେଦ ଦଳ ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ରେ  ୟୁପିଏ ମେଣ୍ଟ ୧୯୫ ଆସନ ଦଖଲ କରୁଥିବା ଜଣାପଡ଼ିଛି। ସେହିପରି ଏନ୍‌ଡିଏ ମେଣ୍ଟ ୨୩୦ ଆସନ ଜିଣିବାର ସମ୍ଭାବନା ରହିଛି। ଦୁଇ ମେଣ୍ଟ ମଧ୍ୟରେ ପାର୍ଥକ୍ୟ ୩୫ ଆସନ ରହିବାର କଂଗ୍ରେସର ଏକ୍‌ଜିଟ୍‌ ପୋଲ୍‌ରୁ ଜଣାପଡ଼ିଛି। ଦକ୍ଷିଣ ଭାରତରେ କଂଗ୍ରେସ ଅଧିକ ଆସନ ଜିଣିବାର ଆଶା ରହିଛି। ସେହିପରି କେତେକ ରାଜ୍ୟରେ କଂଗ୍ରେସ ଭଲ କରିବ ବୋଲି ଦଳ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri