Posted inଜାତୀୟ

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। ମୁକେଶଙ୍କ ଭାଇ ଅନୀଲ ଅମ୍ବାନିଙ୍କୁ କଂଗ୍ରେସ ବାରମ୍ବାର ଟାର୍ଗେଟ କରୁଥିବାବେଳେ ଗୁରୁବାର କଂଗ୍ରେସ ପ୍ରାର୍ଥୀଙ୍କ ସମର୍ଥନରେ ସେ ବାହାରିବାକୁ ଚର୍ଚ୍ଚା ଉଠିଛି। ମିଲିନ୍ଦ ନିଜ ଟୁଇଟର ଅକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ମୁକେଶ କହିଛନ୍ତି, ମିଲିନ୍ଦ ହେଉଛନ୍ତି ଦକ୍ଷିଣ ମୁମ୍ବାଇର ଲୋକ। ସାମାଜିକ, ଅର୍ଥନୀତିକ ଓ ସାଂସ୍କୃତିଙ୍କ କ୍ଷେତ୍ରରେ ମିଲିନ୍ଦଙ୍କ ଗଭୀର ଜ୍ଞାନ ରହିଛି। ତେଣୁ ତାଙ୍କୁ ସମର୍ଥନ ଦେବା ପାଇଁ ସେ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ହେବ ଆସାମ ବିଧାନସଭା ନିର୍ବାଚନ

ଗୁଆହାଟି,୨୦।୧: ଏପ୍ରିଲରେ ଆସାମ ବିଧାନସଭା ନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ବୁଧବାର ସୂଚନା ଦେଇଛନ୍ତି। ରଙ୍ଗୋଲି ବିହୁ ପର୍ବ ଏବଂ...

ଉତ୍ତର-ପୂର୍ବରେ ଭାଜପା ସୂର୍ଯ୍ୟୋଦୟ

କୋଲକାତା/ଅଗରତାଲା, ୩ା୩(ପି.ଟି.):ଯେଉଁ ବ୍ୟକ୍ତି ଅନେକ ମେଣ୍ଟକୁ ଏକାଠି ଯୋଡ଼ିଥିଲେ ସିଏ ଆଜି ଉତ୍ତର-ପୂର୍ବାଞ୍ଚଳରେ ଭାଜପାର ସୂର୍ଯ୍ୟୋଦୟ ପାଇଁ ସମାନ ଗୋଟି ଚଳାଇଛନ୍ତି। ନର୍ଥ-ଇଷ୍ଟ୍‌ରେ ଭାଜପାର ପୋଷ୍ଟର...

କମିଟିରେ ୩ ଅବସରପ୍ରାପ୍ତ ମହିଳା ବିଚାରପତି

ନୂଆଦିଲ୍ଲୀ,୮ା୮: ମଣିପୁରରେ ୩ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଜାତିଆଣ ହିଂସା ଲାଗିରହିଥିବାବେଳେ ଏଥିରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଏବଂ ସହାୟତା ଦେବା ସମ୍ପର୍କରେ ଅନୁଧ୍ୟାନ କରିବା ଲାଗି...

ମୁଁ ବି ଟ୍ରାଫିକ୍‌ ନିୟମ ଭାଙ୍ଗିଛି: ଗଡକରୀ

ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ...

କେଉଁଠୁ ଆସୁଛନ୍ତି ଔରଙ୍ଗଜେବଙ୍କ ବଂଶଜ: ଫଡନାଭିସଙ୍କ ପ୍ରଶ୍ନ …

ମୁମ୍ବାଇ୨୫।୬ : ମହାରାଷ୍ଟ୍ରର ବୁଲଡାନା ଜିଲାରେ ଏଆଇଏମଆଇଏମ ମୁଖ୍ୟ ତଥା ହାଇଦ୍ରାବାଦ ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ ସାଧାରଣ ସଭା ଶନିବାର ହୋଇଥିଲା। ଏହି ରାଲିରେ...

୧୧୨ ଜିଲାରେ ସର୍ଭେ କରିବ ନୀତି ଆୟୋଗ

ନୂଆଦିଲ୍ଲୀ,୨୭ା୪: କୋଭିଡ୍‌-୧୯ର ମୁକାବିଲା ପାଇଁ ଭାରତରେ ଗରିବମାନେ ସୋସିଆଲ ଡିଷ୍ଟାନ୍ସିଂ କରୁଛନ୍ତି କି? ଏହି ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଦେଶର ୧୦୦ରୁ ଊର୍ଦ୍ଧ୍ୱ ଜିଲାରେ...

ଜେଏମ୍‌ଏମ୍‌ ପରେ ଦ୍ରୌପଦୀଙ୍କୁ ସମର୍ଥନ କରିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୧୬।୭: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରତି ବଢୁଛି ରାଜନୈତିକ ଦଳର ସମର୍ଥନ। ନିକଟରେ ଜେଏମ୍‌ଏମ୍‌ ଦ୍ରୌପଦୀଙ୍କୁ ସମର୍ଥନ କରିଥିବା ବେଳେ ଏବେ ଜେଡି(ଏସ୍‌)...

କର୍ମୀଙ୍କ ଅବଦାନକୁ ଭୁଲନାହିଁ

ନୂଆଦିଲ୍ଲୀ,୪ା୮(ପି.ଟି.): କର୍ମୀମାନେ ମାଆ ଭଳି ଦଳକୁ ବଢ଼ାଇଛନ୍ତି। ସେମାନଙ୍କ ଅବଦାନକୁ ଭୁଲନାହିଁ। ସେମାନେ କଦାପି ଅନାଦର ଅନୁଭବ କରିବା ଉଚିତ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Advertisement
Archives

Model This Week