Posted inଜାତୀୟ

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ ପରି ତୃଣମୂଳ, ଜେଡିୟୁ,ଏସ୍‌ପି ଆଦି ୯ଟି ଦଳ ଏହାକୁ ବିରୋଧ କରୁଛନ୍ତି। ଅପରପକ୍ଷରେ ମାୟାବତୀଙ୍କ ବିଏସ୍‌ପି, ଜଗନମୋହନ ରେଡ୍ଡୀଙ୍କ ଓ୍ବାଇଏସ୍‌ଆର୍‌ କଂଗ୍ରେସ, ଏନ୍‌.ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡ଼ିପି, ଶିବସେନା,ଅରବିନ୍ଦ କେଜରିଓ୍ବାଲଙ୍କ ଏପିପି ଆଦି ୧୧ଟି ଦଳ ଏନେଇ ଭାଜପା ନେତୃତ୍ୱାଧୀନ ଏନଡିଏକୁ ସମର୍ଥନ ଦେଇଛନ୍ତି। ଫଳରେ କଂଗ୍ରେସର ଚିନ୍ତା ବଢ଼ିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଲୋକ ସଭା ନିର୍ବାଚନରେ ସମ୍ପୂର୍ଣ୍ଣ ବିଫଳତା ପରେ ଏବେ କେନ୍ଦ୍ର ସରକାରଙ୍କ ତିନି ତଲାକ୍‌ ଏବଂ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କଂଗ୍ରେସର ମନୋବଳକୁ ଦୁର୍ବଳ କରିଦେଇଥିବା କୁହାଯାଉଛି। ଅପରପକ୍ଷରେ କଂଗ୍ରେସ ମଧ୍ୟରେ ୩୭୦କୁ ସମର୍ଥନ କରିବା ନ କରିବା ନେଇ ଫାଟ ସୃଷ୍ଟି ହେବାର ଆଶଙ୍କା ମଧ୍ୟ ରହିଛି। ଫଳରେ ଦଳର ମଙ୍ଗୁଆଳଙ୍କ ଚିନ୍ତା ବଢ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ଚେହେରା ନାହିଁ, ଦଳ ପାଇଁ ମିଳିମିଶି କାମ କର’

ବେଙ୍ଗାଲୁରୁ,୨୧।୭: ୨୦୨୩ ବିଧାନସଭା ନିର୍ବାଚନ ପୂର୍ବରୁ କର୍ନାଟକରେ କଂଗ୍ରେସ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। କଂଗ୍ରେସ ନେତା ସିଦ୍ଧରମୈୟା ଏବଂ କର୍ନାଟକ ୟୁନିଟ ସଭାପତି...

ସମ୍ପର୍କୀୟଙ୍କ ଅଭିଯୋଗ: ୭ଲକ୍ଷ ଟଙ୍କା ଖର୍ଚ୍ଚ କରିବା ପରେ ଆଉ ଟଙ୍କା ନ ଥିବା ଜାଣି ଜୀବିତଙ୍କୁ ମୃତ ଘୋଷଣା କଲେ ଡାକ୍ତର

ଲକ୍ଷ୍ନୌ,୨।୭: ଡାକ୍ତର ଜଣେ ରୋଗୀଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀୟମାନେ ମୃତଦେହ ସଂସ୍କାର କରିବାକୁ ନେବା ପୂର୍ବରୁ ଘଟିଲା ଆଶ୍ଚର୍ଯ୍ୟ ଜନକ ଘଟଣା। ମୃତ...

ଆସାମରେ ଚା’ପତ୍ର ତୋଳିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨।୩: ଆଗକୁ ଆସାମରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା, କଂଗ୍ରେସ ସମେତ ଅନ୍ୟ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପ୍ରଚାର ଅଭିଯାନ ଜାରି ରହିଛି।...

ଭାରତରେ ରହି ପାକିସ୍ତାନର ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇ ପାରିବ: ରାଜନାଥ

କର୍ନାଲ,୧୩।୧୦: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ରବିବାର ହରିୟାଣା କର୍ନାଲରେ ଏକ ଜନସଭାକୁ ଉଦ୍‌ବୋଧନ ଦେବା ଅବସରରେ ଯୁଦ୍ଧ ବିମାନ ରାଫାଲ କଥା ଉଠାଇଛନ୍ତି। ସେ କହିଛନ୍ତି...

ଖଟିଆରେ ବୁହାହୋଇ ଆସୁଥିବା ଗର୍ଭବତୀ ଅଧାବାଟରେ କଲେ ପ୍ରସବ; ଭିଡ଼ିଓ ଭାଇରାଲ

ଗୁଆହାଟୀ,୯।୯: ଆସାମରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। କେତେକ ଦୁର୍ଗମ ଅଞ୍ଚଳରେ ଲୋକଙ୍କୁ ସାଧାରଣ ସ୍ବାସ୍ଥ୍ୟ ସେବା ଯୋଗାଇବା ଅସମ୍ଭବ ହୋଇପଡୁଛି। ସମ୍ପ୍ରତି ସ୍ଥାନୀୟ ଉଦରଗୁରି...

କଂଗ୍ରେସ ଗଠନ କଲା ୭ କମିଟି: ଜିତିନ ପ୍ରସାଦ-ରାଜ ବବରଙ୍କୁ ଅଣଦେଖା

ନୂଆଦିଲ୍ଲୀ, ୭।୯: ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ହାଇକମାଣ୍ଡ ଦଳକୁ ସାଂଗଠନିକସ୍ତରରେ ସୁଦୃଢ଼ କରିବା ଲାଗି ୭ଟି...

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ...

ଦେଶରେ ସାମିଲ ହେବ ୧୩୨ ନୂଆ ବିମାନ

ନୂଆଦିଲ୍ଲୀ,୨୦।୩: ଯାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଭାରତୀୟ ଏୟାରଲାଇନ୍ସ ୨୦୨୪ରେ ଅଧିକ ୧୩୨ ନୂଆ ବିମାନ ସାମିଲ କରିବ। ଏହା ଦ୍ୱାରା ଘରୋଇ ଏବଂ ଅନ୍ତର୍ଜାତୀୟ...

Advertisement
Archives

Model This Week