Posted inଜାତୀୟ

କଂଗ୍ରେସ ଛାଡ଼ିବେନି ସିଦ୍ଧୁ

ଅମୃତସର୍‌,୨୫ା୭(ପି.ଟି.): ପଞ୍ଜାବ ମନ୍ତ୍ରିମଣ୍ଡଳ ଅଦଳବଦଳରେ ଅସନ୍ତୁଷ୍ଟ ହୋଇ ମନ୍ତ୍ରୀପଦ ଛାଡ଼ିଥିବା ସିଦ୍ଧୁ କିଛିଦିନର ନୀରବତା ପରେ ବୁଧବାର ସମର୍ଥକଙ୍କୁ ଭେଟିଛନ୍ତି। ଅମୃତସର୍‌ସ୍ଥିତ ନିଜ ବାସଭବନରେ ସେ କେତେକ ସ୍ଥାନୀୟ କାଉନ୍‌ସିଲରଙ୍କୁ ମଧ୍ୟ ଭେଟିଥିଲେ। ସେ କଂଗ୍ରେସ ଛାଡ଼ୁନାହାନ୍ତି ବୋଲି ସମର୍ଥକମାନଙ୍କୁ କହିବା ସହ ଦଳ ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ପ୍ରକାଶଥାଉ କି, ଭାଜପାରେ କୋଣଠେସା ହେବା ପରେ ସିଦ୍ଧୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସହ ତାଙ୍କର କେତେକ କଥାକୁ ନେଇ ବାକ୍‌ଯୁଦ୍ଧ ହୋଇଥିଲା। ଏହାପରେ ଜୁନ୍‌ ୬ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସିଦ୍ଧୁଙ୍କୁ ପର୍ଯ୍ୟଟନ ବିଭାଗ ମିଳିବାରୁ ସେ ଅସନ୍ତୁଷ୍ଟ ହୋଇ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri