Posted inଜାତୀୟ

କଂଗ୍ରେସ ଡାକିଲା ଜରୁରୀ ବୈଠକ

ମୁମ୍ବାଇ,୨୩।୧୧: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଣ ମହାରାଷ୍ଟ୍ରରେ ସରକାର ଗଢିଲା ଭାରତୀୟ ଜନତା ପାର୍ଟି(ଭାଜପା)। ଆଉ ଏହାପରେ ରାଜନୀତି ହୋଇଛି ସରଗରମ। ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଏବେ କଂଗ୍ରେସ ସ୍ଥିତିର ସମୀକ୍ଷା ପାଇଁ ଡାକିଛି ଏକ ଜରୁରୀ ବୈଠକ। ଏଥିରେ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖର୍ଗେ ଓ କେସି ଭେନୁଭୋପାଳଙ୍କ ସମେତ ଅନ୍ୟ ନତାମାନେ ଯୋଗ ଦେବେ ବୋଲି ସୂଚନା ମିଳିଛି। ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଓ ଭାଜପା ମଧ୍ୟରେ ଉପୁଜିଥିବା ଦ୍ୱନ୍ଦରେ ଶେଷରେ ଭାଜପାର ବିଜୟ ହୋଇଛି ବୋଲି ଆଲୋଚନା ହେଉଛି। ଏବେ ମହାରାଷ୍ଟ୍ରରୁ ରାଷ୍ଟ୍ରପତି ଶାସନ ହଟି ଯାଇଥିବା ବେଳେ ଶାସନ ଡୋର ସମ୍ଭାଳିଛନ୍ତି ଦେବେନ୍ଦ୍ର ଫଡ୍‌ନବିସ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନାରେ କରୋନା ରୋଗୀଙ୍କୁ ମାଡ ମାରିବା ଭିଡିଓ ଭାଇରାଲ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ରାଜକୋଟ,୧୮।୯-ଗୁଜୁରାଟର ରାଜକୋଟରେ ଥିବା ଏକ ସରକାରୀ ଡାକ୍ତରଖାନାରେ କରୋନା ରୋଗୀଙ୍କୁ ଆକ୍ରମଣ କରାଯାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୫୫ ସେକେଣ୍ଡର ଏହି...

ମହାଭାରତ ସତ୍ୟତା ହେବ ପ୍ରମାଣିତ: ୪ ହଜାର ବର୍ଷ ତଳର ଅବଶେଷରୁ ମିଳିବ ତଥ୍ୟ

ନୂଆଦିଲ୍ଲୀ,୧।୫: ମହାଭାରତର ସତ୍ୟତା ପ୍ରମାଣିତ ହେବା ସମ୍ଭାବନା ଦେଖାଦେଇଛି। ବାଗପତ୍‌ର ସିନୌଲି ସ୍ଥିତ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଦ୍ୱାରା କରାଯାଇଥିବା ଖନନରୁ କେତେକ ଅବଶେଷ...

ଅମୃତସର ବିମାନ ବନ୍ଦରରେ ଧରାପଡ଼ିଲେ ପଳାତକ ଅମୃତପାଲଙ୍କ ସ୍ତ୍ରୀ…

ଅମୃତସର,୨୦।୪ : ପଞ୍ଜାବରେ ପଳାତକ ଘୋଷିତ ତଥା ଦେଶର ମୋଷ୍ଟ ଓ୍ବାଣ୍ଟେଡ ଖାଲିସ୍ତାନୀ ସମର୍ଥକ ଅମୃତପାଲଙ୍କ ସ୍ତ୍ରୀ କିରଣଦୀପ କୌରଙ୍କୁ ଗୁରୁବାର ଲଣ୍ଡନ ଯିବାବେଳେ ଅମୃତସର...

ଚିତାସହ ଫଟୋ ଶେୟାର କଲେ କଂଗ୍ରେସ ନେତା, କହିଲେ ଧ୍ୟାନ ହଟାଇବାକୁ ତମାସା କରୁଛନ୍ତି ମୋଦି

ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନରେ ଅର୍ଥାତ୍ ୧୭ ସେପ୍ଟେମ୍ବରରେ ଦେଶକୁ ଏକ ବଡ ଉପହାର ଦେଇଛନ୍ତି । ମୋଦି ମଧ୍ୟ ପ୍ରଦେଶର...

ସମସ୍ତ ମାମଲାରେ ମହମ୍ମଦ ଜୁବେରଙ୍କୁ ମିଳିଲା ମଧ୍ୟବର୍ତ୍ତି କାଳୀନ ଜାମିନ

ନୂଆଦିଲ୍ଲୀ,୨୦ ।୭: ଅଲ୍ଟ ନ୍ୟୁଜର ସହ ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଆଶ୍ୱସ୍ତି ମିଳିଛି । ବୁଧବାର ସୁପ୍ରିମକୋର୍ଟ ସମସ୍ତ ମାମଲାରେ ଜୁବେରଙ୍କୁ ମଧ୍ୟବର୍ତ୍ତିକାଳୀନ...

କରୋନା ୨ ଲକ୍ଷ ମୁହାଁ: ୨୪ ଘଣ୍ଟାରେ ୧୦୦୦ରୁ ଅଧିକ ଜୀବନ ନେଲା

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨...

ୟୁପିଏସ୍‌ସି ପରୀକ୍ଷା: ଓଭର ଏଜ୍‌ ପ୍ରାର୍ଥୀଙ୍କୁ ମିଳିବନି ଅତିରିକ୍ତ ସୁଯୋଗ

ନୂଆଦିଲ୍ଲୀ,୨୪।୨: ୟୁପିଏସ୍‌ସି ପରୀକ୍ଷା ନେଇ ସୁପ୍ରିମ୍‌କୋର୍ଟରେ ଆବେଦନ କରିଥିବା ପ୍ରାର୍ଥୀଙ୍କୁ ଝଟ୍‌କା ଲାଗିଛି। ୨୦୨୦ ଅକ୍ଟୋବରରେ କରୋନା ମହାମାରୀ ସମୟରେ ପରୀକ୍ଷା ଦେଇଥିବା ଓଭର ଏଜ୍‌...

ଫରେନ୍ସିକ୍‌ ତଦନ୍ତ ବାଧ୍ୟତାମୂଳକ ହେବ

ଗାନ୍ଧୀନଗର,୨୯ା୮: ଯେଉଁ ଅପରାଧ ଘଟାଇଲେ ଦୋଷୀଙ୍କୁ ୬ ବର୍ଷରୁ ଅଧିକ ଅବଧିର ଦଣ୍ଡ ଦିଆଯାଇଥାଏ, ତାହାର ତଦନ୍ତରେ ଫରେନ୍ସିକ୍‌ ଯାଞ୍ଚକୁ ବାଧ୍ୟତାମୂଳକ କରାଯିବ। କେନ୍ଦ୍ର ସରକାର...

Advertisement
Archives

Model This Week