Posted inଜାତୀୟ

କଂଗ୍ରେସ ନେତାଙ୍କୁ ସୋନିଆଙ୍କ ନିର୍ଦ୍ଦେଶ:ମତଭେଦ ଭୁଲି ବୟାନ ଦେବାରୁ ବିରତ ରୁହନ୍ତୁ

ନୂଆଦିଲ୍ଲୀ, ୬।୯: ମଧ୍ୟ ପ୍ରଦେଶରେ କଂଗ୍ରେସରେ ଲାଗି ରହିଥିବା ମଦଭେଦକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତିତ ଅଛନ୍ତି। ସମସ୍ତ ମତଭେଦ ଭୁଲି ସାର୍ବଜନୀନ ବୟାନ ଦେବାରୁ ବିରତ ରହିବାକୁ ସେ କଂଗ୍ରେସ ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟପ୍ରଦେଶରେ ଗତ କିଛିଦିନ ହେବ କମଳନାଥ ସରକାରଙ୍କ ବିରୋଧରେ ନିଜ ଦଳର ବିଧାୟକମାନେ ଭ୍ରଷ୍ଟାଚାର ଅଭିଯୋଗ ଆଣିଥିଲେ। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ସମର୍ଥକ କିଛି ମନ୍ତ୍ରୀଙ୍କ ବିରୋଧରେ ପୋଷ୍ଟର ମଧ୍ୟ ଲଗାଇଥିଲେ। ସେମାନେ ସିନ୍ଧିଆଙ୍କୁ ରାଜ୍ୟ ପ୍ରଦେଶ କମିଟି ଅଧ୍ୟକ୍ଷ କରିବାକୁ ଦାବି କରିଛନ୍ତି। ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ କମଳନାଥ ଏକ ଜରୁରୀକାଳୀନ ବୈଠକ ଡକାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri