କଂଗ୍ରେସ ନେତାଙ୍କୁ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୨।୫: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଅଣାୟତ ହେବାରେ ଲାଗିଛି। କରୋନା ରୋକିବାକୁ ଦେଶରେ ଆଗୁଆ ଲକ୍‌ଡାଉନ କରାଯାଇଥିଲେ ସୁଦ୍ଧା ସଂକ୍ରମଣ ଥମିବାରେ ନା ନେଉଛି। ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୩ହଜାରରୁ ଊର୍ଦ୍ଧ୍ୱ ହୋଇଛି। ଇତିମଧ୍ୟରେ କଂଗ୍ରେସ ନେତା ସଞ୍ଜୟ ଝା କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ରିପୋର୍ଟ ଆସିବା ପରେ ଏବେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଶୁକ୍ରବାର ଏନେଇ ସଞ୍ଜୟ ଟୁଇଟ କରି ସମସ୍ତଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହାକୁ ହାଲୁକା ଭାବେ କେହି ନିଅନ୍ତୁ ନାହିଁ, ସଚେତନ ରୁହନ୍ତୁ ଓ ନିଜର ଯତ୍ନ ନିଅନ୍ତୁ ବୋଲି ସଞ୍ଜୟ କହିଛନ୍ତି। ସୂଚନାଯୋଗ୍ୟ, ସଞ୍ଜୟଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଦେଇ ନ ଥିବା ବେଳେ ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଅଟୋ: ୧୦ରୁ ଊର୍ଦ୍ଧ୍ୱ ଆହତ

ନନ୍ଦପୁର,୧୦ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ହାଟପଦାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଓଡି ୧୦ ଡି ୨୮୦୮ ନମ୍ବର ବିଶିଷ୍ଟ ଏକ…

ସହି ପାରୁନାହାଁନ୍ତି ମୋଦି! ତାମିଲନାଡୁରେ ବିଜୟଙ୍କ TVKକୁ ସମର୍ଥନ କରିବା ନେଇ ଗର୍ଜିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ମେ’୧୦ରେ ଚେନ୍ନାଇର ନେହେରୁ ଷ୍ଟାଡିୟମରେ, ଟିଭିକେ ମୁଖ୍ୟ ସି. ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ୧୯୬୭ ପରଠାରୁ ସେ ଡିଏମକେ…

ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ…

ଜିଆର୍‌ପି କନ୍‌ଷ୍ଟେବଲ ହତ୍ୟା ଘଟଣା: ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର…

ଭୁବନେଶ୍ୱର/ବାଲିଅନ୍ତା,୧୦।୫(ତ୍ରିନାଥ ମହାନ୍ତି/ନୀଳମାଧବ ସାହୁ): ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ବାଲିଅନ୍ତା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ବ୍ରିଜ୍‌ ନିକଟରେ ଜିଆର୍‌ପି କନ୍‌ଷ୍ଟେବଲ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ଲୋକେ ପିଟିପିଟି ମାରିଦେବା ଘଟଣା…

ମୁଖ୍ୟମନ୍ତ୍ରୀ ହେଉହେଉ ବଡ଼ ଘୋଷଣା କରିଦେଲେ ଥାଲାପତି ବିଜୟ, କହିଲେ ମୁଁ ରାଜ୍ୟ ପାଇଁ…

ଚେନ୍ନାଇ,୧୦ା୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ରବିବାର ଶପଥ ଗ୍ରହଣ କରିଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ। ସେ ମୁଖ୍ୟମନ୍ତ୍ରୀ ହେଉହେଉ ଏକ ବଡ଼ ଘୋଷଣା କରିଛନ୍ତି।…

ପୁଣି ଚର୍ଚ୍ଚାରେ ଜିତୁ ମୁଣ୍ଡା: ଘରକୁ ପାଣି ନ ଦେଲେ ପୁଣି କଙ୍କାଳ ନେବି

ପାଟଣା,୧୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମର ଜିତୁ ମୁଣ୍ଡା ଏବେ ପୁଣି ଥରେ ଚର୍ଚ୍ଚାରେ। ଘରକୁ ପାଇପ୍‌ ଯୋଗେ ପାନୀୟଜଳ ସଂଯୋଗ…

କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ: ଚଳନ୍ତା ଟ୍ରାକ୍ଟରୁ ପଡ଼ି ଆଖିବୁଜିଲା ରୋଜଗାରିଆ ପୁଅ

ମୋହନା,୧୦।୫ (ମନ୍ମଥ ମିଶ୍ର ):ଚଳନ୍ତା ଟ୍ରାକ୍ଟରରୁ ପଡ଼ି ଯୁବକ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଡରିଙ୍ଗ ଗାଁ…

ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି

ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri