କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଶାହାଙ୍କ କୁଶପୁତ୍ତଳିକା ଦାହ

ରାୟଗଡ଼ା ଅଫିସ,୨୮।୨: ଜିଲା ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ କଂଗ୍ରେସ ପକ୍ଷରୁ ଗୃହମନ୍ତ୍ରୀଙ୍କୁ କଟାକ୍ଷ କରାଯିବା ସହ ଦିଲ୍ଲୀ ହିଂସାକାଣ୍ଡ ଏବଂ ଦଙ୍ଗା ପାଇଁ ଅମିତ୍‌ ଶାହାଙ୍କୁ ଦାୟୀ କରାଯାଇଛି। ଏନେଇ ଜିଲା କଂଗ୍ରେସ କମିଟିର ସଭାପତି ଦୁର୍ଗା ପଣ୍ଡାଙ୍କ ନେତୃତ୍ୱରେ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଛାତ୍ର

ରାଉରକେଲା,୩୧ା୧୦(ଡି.ଏନ): ନଦୀରେ ସାଙ୍ଗମାନଙ୍କ ସହ ଗାଧୋଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ପାଣିରେ ବୁଡ଼ି ନିଖୋଜ ହୋଇଛନ୍ତି। ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ...

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ,୨୯।୧୦: ଭଦ୍ରକ ଟାଉନ ଥାନା ଅଧୀନ ମୋଟେଲ ଛକରୁ ସୋମବାର ବିଳମ୍ବିତ ରାତିରେ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ ହୋଇଛି। ସୂଚନାଯୋଗ୍ୟ, କୌଣସି...

ପୋତି ହୋଇଛି ଡ୍ରେନ, ରାସ୍ତା ଉପରେ ନର୍ଦ୍ଦମା ପାଣି

ଖଣ୍ଡପଡ଼ା,୧୬ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ସାହି ବସ୍ତି ଓ ମୁଖ୍ୟ ରାସ୍ତା କଡରେ ଥିବା ଡ୍ରେନଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ପୋତି ହୋଇଗଲାଣି। ଫଳରେ...

ଶଯ୍ୟା ଅଭାବ, ଚଟାଣରେ ରୋଗୀ

କଟକ ଅଫିସ, ୩୧।୮ – କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ରେ ଦିନକୁ ଦିନ ସମସ୍ୟା ବଢିବାରେ ଲାଗିଛି। ଏହି...

ବଜାରରେ ମହିଳାଙ୍କୁ ଅସଦାଚରଣ କରି ଜେଲ୍‌ ଗଲେ

ଦିଗପହଣ୍ଡି,୩୦ା୫(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ଆକ୍ରମଣ କରିବା ସହ ତାଙ୍କ ସ୍ତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି...

ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ

ଜୁନାଗଡ,୭।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସଂସ୍କୃତି ଭବନଠାରେ ଜୁନାଗଡ ପୋଲିସ ପକ୍ଷରୁ ପରୀ ପାଇଁ କଥାଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଜୁନାଗଡ ସରକାରୀ...

ଷ୍ଟେଶନ୍‌ ପରିସରରେ ପଡ଼ିଛି ପିପିଇ

ଅନୁଗୋଳ ଅଫିସ, ୨୮।୫ – ଅନୁଗୋଳ ରେଳ ଷ୍ଟେଶନ ପରିସରରେ ଏଣେତେଣେ ପଡ଼ିଛି କେତେକ ବ୍ୟବହୃତ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁମେଣ୍ଟ ବା ପିପିଇ। ଏହାକୁ ନେଇ...

କୁରୁଣ୍ଟା ସେବା ସମବାୟ ସମିତି: ୧୫ ସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଖଇରା, ୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା ସେବା ସମବାୟ ସମିତିରେ ସମସ୍ତ ୧୫ଟି ଜୋନର ସଭ୍ୟାସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଶରତ...

Advertisement
Archives

Model This Week