Posted inଜାତୀୟ

କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛି: କୁମାରସ୍ବାମୀ

ବେଙ୍ଗାଲୁରୁ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କହିଛନ୍ତି ସେ ତାଙ୍କ ମେଣ୍ଟ ସରକାରରେ ୧୪ ମାସ ପର୍ଯ୍ୟନ୍ତ କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛନ୍ତି। ସବୁ ବିଧାୟକ ଓ ନଗର ନିଗମ ଅଧ୍ୟକ୍ଷଙ୍କୁ ସବୁ ପ୍ରକାର ସ୍ବାଧିନତା ମଧ୍ୟ ଦେଇଥିଲି। ଏମାନେ ସରକାର ଭାଙ୍ଗିବା ପରେ ମୋତେ କାହିଁକି ଦୋଷ ଦେଉଛନ୍ତି ତାହା ମୁଁ ବୁଝି ପାରୁ ନାହିଁ ବୋଲି କୁମାରସ୍ବାମୀ କହିଛନ୍ତି। ସୂଚନାଯୋଗ୍ୟ, ଆସ୍ଥା ଭୋଟରେ ହାରିବା ପରେ କର୍ନାଟକ ମେଣ୍ଟ ସରକାର ୨୩ ଜୁଲାଇରେ ଭାଙ୍ଗି ଯାଇଥିଲା। ଏହାପରେ ଭାଜପା ୨୬ ଜୁଲାଇରେ ସରକାର ଗଠନ କରିବା ସହ ୟେଦୁରପ୍ପା ୨୫ ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ହେଲେ ଏବେବି ନିଜ ପରାଜୟର କାରଣ ଖୋଜୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ। ପୂର୍ବରୁ ସେ କହିଥିଲେ କି ମେଣ୍ଟ ସରକାରର ଦାୟିତ୍ୱ ନେଇଥିବାରୁ ତାଙ୍କୁ ପ୍ରତିଦିନ କାନ୍ଦିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବ ଭିଡିଓ ଦେଖି ସନ୍ତାନ ଜନ୍ମ ଦେଲେ ୧୭ ବର୍ଷର ନାବାଳିକା

ଥିରୁଭାନନ୍ତପୁରମ,୨୮।୧୦: ୟୁଟ୍ୟୁବ ଭିଡିଓ ଦେଖି ଜଣେ ନାବାଳିକା ଘରେ ସନ୍ତାନ ଜନ୍ମ କରିଛନ୍ତି। ଏଭଳି ଏକ ଘଟଣା ଘଟିଛି କେରଳର ମଲ୍ଲାପୁରମ ଜିଲାରେ। ୧୭ ବର୍ଷର...

ଟୁଇଟର ବିରୋଧରେ ଚାଇଲ୍ଡ ପର୍ନୋଗ୍ରାଫି ମାମଲା

ନୂଆଦିଲ୍ଲୀ,୨୯।୬: ଟୁଇଟର ପିଛା ଛାଡ଼ିବାକୁ ନା ଧରୁନି ବିବାଦ। ଏହି ସୋସିଆଲ ମିଡିଆ ପ୍ଲାଟଫର୍ମ ବିରୋଧରେ ଦିଲ୍ଲୀରେ ଚାଇଲ୍ଡ ପର୍ନୋଗ୍ରାଫି ମାମଲା ଦାୟର ହୋଇଛି। ୟୁଜର୍ସଙ୍କ...

ଭୁଲ୍‌ ଲେନ୍‌ରେ ଥିବା ବସ୍‌ ଆଗରେ ସ୍କୁଟି ରଖିଲେ ମହିଳା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୬।୯: ଏବେ ଜଣେ ମହିଳାଙ୍କ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ଲେଡି ଡନ୍‌ ଷ୍ଟାଇଲ୍‌ରେ ଭୁଲ୍‌ ଲେନ୍‌ରେ ଥିବା ଏକ...

୬୪୫ ସ୍କୁଲରେ ହେବ ଅସ୍ଥାୟୀ ହସ୍ପିଟାଲ

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର କରୋନା ଭାଇରସର ସଂକ୍ରମଣକୁ ଦେଖି ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି। ଏବେ ପ୍ରାୟ ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲକୁ ସରକାର ଅସ୍ଥାୟୀ...

ନୀତୀଶ କୁମାରଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିବାକୁ ଚାହୁଁଥିଲା ଜେଡିୟୁ: ସୁଶୀଲ ମୋଦି

ପାଟନା,୧୦।୮: ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତୀଶ କୁମାର। ରାଜ୍ୟପାଳ ଫଗୁ ଚୌହାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ନୀତୀଶଙ୍କ...

୭ ବର୍ଷିୟା ନାବାଳିକାଙ୍କୁ ୨ ଦିନ ଧରି ବଳାତ୍କାର ପରେ ହତ୍ୟା

ମୋରଦାବାଦ,୨୬।୧୨: ଉତ୍ତରପ୍ରଦେଶର ମୋରଦାବାଦରେ ଜଣେ ୭ ବର୍ଷର ଝିଅଙ୍କୁ ଅପହରଣ କରାଯାଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଝିଅଟି ନିଖୋଜ ହେବାର ୨...

ଉତ୍ତରପ୍ରଦେଶ ଉପନିର୍ବାଚନ: ଯୋଗୀଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ୭ଟି ବିଧାନସଭା ଆସନ ପାଇଁ ହେଉଥିବା ଉପନିର୍ବାଚନରେ ମଙ୍ଗଳବାର ଭୋଟଗ୍ରହଣ କରାଯିବ। ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଏହି ୭ଟି ଆସନର ଫଳାଫଳ...

କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ

ବିଦିଶା (ଏମ୍‌ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ...

Advertisement
Archives

Model This Week