Posted inଜାତୀୟ

କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି

ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି ବୁଧବାର ରାଜ୍ୟ ସଭାରେ ମୋଦି କହିଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ସଂସଦର ଦୁଇ ସଦନରେ ଚାଲିଥିବା ଚର୍ଚ୍ଚାକୁ ନେଇ ସେ ମତ ରଖି କହିଛନ୍ତି, କଂଗ୍ରେସର ଅନେକ ଅସୁବିଧା ରହିଛି। ୨୦୧୪ରୁ ମୁଁ ତାହା ଦେଖିଆସୁଛି। ଲୋକତନ୍ତ୍ରରେ ସବୁ ଦଳର ଏକ ସ୍ଥାନ ଏବଂ ସମ୍ମାନ ରହିଛି। ୨୦୧୯ ନିର୍ବାଚନରେ ଭାଜପାର ଐତିହାସିକ ବିଜୟକୁ କଂଗ୍ରେସ ସହିପାରୁନାହିଁ ବୋଲି ସେ କହିଛନ୍ତି। କଂଗ୍ରେସ ହାରିଗଲା ପରେ କ’ଣ ଦେଶ ହାରିଗଲା ବୋଲି ମୋଦି ପ୍ରଶ୍ନ କରିଛନ୍ତି। ନିର୍ବାଚନ ପୂର୍ବରୁ କିଛି କଂଗ୍ରେସ ନେତା ଇଭିଏମକୁ ନେଇ ଆପତ୍ତି ଉଠାଇଲେ, ଯାହା ଜନତନ୍ତ୍ରକୁ ଅପମାନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼...

କୃଷକ ଆନ୍ଦୋଳନରେ ପ୍ରବେଶ କରିଛି ଆସାମାଜିକ ତତ୍ତ୍ୱ

ଚଣ୍ଡିଗଡ,୨୮ ।୧୧: ହରିୟାଣା ଓ ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ କହିଛନ୍ତି କୃଷକ ଆନ୍ଦୋଳନରେ ପ୍ରବେଶ...

ମସ୍ତିଷ୍କ ଜ୍ୱର ଆତଙ୍କ ୧୩୦ ଶିଶୁଙ୍କ ଗଲାଣି ଜୀବନ

ପାଟନା,୧୯।୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ...

ଜିଲାପାଳଙ୍କୁ ପାଲିଙ୍କିରେ ପାଛୋଟି ନେଲେ ଗ୍ରାମବାସୀ

ସିଆହା,୩୦।୮: ମିଜୋରାମର ତିପୋଶିରେ ଥିବା ଏକ ଅପହଞ୍ଚ ଅଞ୍ଚଳକୁ ଯେତେବେଳେ ଜିଲାପାଳ ପହଞ୍ଚିଥିଲେ ସେତେବେଳେ ସେଠାକାର ଲୋକଙ୍କ ଖୁସି କହିଲେ ନ ସରେ। ଏମାନେ ଜିଲାପାଳଙ୍କୁ...

ରାମନଗରରୁ ନିର୍ବାଚନ ଲଢିବେ ହରିଶ ରାୱତ

ଡେରାଡୁନ,୨୫ ।୧: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ତା’ର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ପତ୍ରରେ ୧୧ ଜଣଙ୍କ ନାମ ଘୋଷଣା କରିଛି । ଏଥିରେ...

ଉଡିବା ଆରମ୍ଭ କରୁ କରୁ ରନ୍‌ୱେରୁ ଖସିଗଲା ଇଣ୍ଡିଗୋ ବିମାନ

ଜୋରହାଟ,୨୯ ।୭: ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଉଡିବା ଆରମ୍ଭ କରୁ କରୁ ରନୱେରୁ ଖସି ଯାଇଥିବା ଜଣାପଡିଛି । ତେବେ କୌଣସି ପ୍ରକାରେ...

ସାଢ଼େ ୨୨ କିଲୋ ଓଜନ ରୁପା ଇଟାରେ ରାମମନ୍ଦିରର ମୂଳଦୁଆ ହେବ ସ୍ଥାପନ…

ଅଯୋଧ୍ୟା, ୨୮।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମମନ୍ଦିରର ଭୂମି ପୂଜନ କରିବେ। ଏହି ସମୟରେ ୨୨ କିଲୋଗ୍ରାମ୍‌ ୬୦୦ ଗ୍ରାମ୍‌ ଓଜନର ରୁପା...

୧୦ ବର୍ଷ ପରେ ବନ୍ଦ ଘରୁ ଉଦ୍ଧାର

ଅହମଦାବାଦ୍‌, ୨୯ା୧୨: ଗୁଜରାଟର ରାଜକୋଟରେ ଏକ ଘରେ ୧୦ ବର୍ଷ ଧରି ବନ୍ଦ ରହିଥିବା ୩ ଭଉଣୀଭାଇଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ନାମ ଅମରେଶ(୪୨), ଭବେଶ(୩୯)...

Advertisement
Archives

Model This Week