Posted inରାଜ୍ୟ

କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଂଗ୍ରେସ ଭବନରେ ମଙ୍ଗଳବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ନୂତନ ଯୁବ କଂଗ୍ରେସ ସଭାପତି ସ୍ମୃତି ଲେଙ୍କାଙ୍କ ନିଯୁକ୍ତିକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। ସ୍ମୃତିଙ୍କୁ ବିରୋଧକରି ଗୋଟିଏ ଗୋଷ୍ଠୀ କଂଗ୍ରେସ ଭବନର ଫାଟକରେ ତାଲା ପକାଇ ଦେଇଥିଲେ। ହେଲେ ସ୍ମୃତିଙ୍କ ସମର୍ଥକମାନେ ତାଲା ଭାଙ୍ଗି କଂଗ୍ରେସ ଭବନରେ ପଶିଥିଲେ। ଖବର ପାଇ ପୋଲିସ ସ୍ଥିତି ନିୟନ୍ତ୍ରଣାଧୀନ କରିଛି। ଏଥିସହ ଜଣଙଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri