Posted inଜାତୀୟ

କଂଗ୍ରେସ ଯାହା ୭୦ ବର୍ଷରେ କରି ନ ଥିଲା ତାହା ୭୫ ଦିନରେ କରି ଦେଖାଇଲେ ମୋଦି: ଶାହ

ଜିନ୍ଦ,୧୬।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ହରିୟାଣାର ଜିନ୍ଦ ଜିଲା ଗସ୍ତ କରିଛନ୍ତି। ଏହି ସମୟରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ କଶ୍ମୀର ପ୍ରସଙ୍ଗକୁ ନେଇ  କହିଛନ୍ତି କଂଗ୍ରେସ ୭୦ ବର୍ଷ ମଧ୍ୟରେ ଯାହା କରିପାରି ନ ଥିଲା ପ୍ରଧାନମନ୍ତ୍ରୀ ମୋଦି ତାହା ମାତ୍ର ୭୫ ଦିନରେ କରି ଦେଖାଇଲେ। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ଯେଉଁ ସ୍ବପ୍ନ ଥିଲା ଓ୍ବାନ ଇଣ୍ଡିଆ ଏହାପାଇଁ କିନ୍ତୁ ବିରାଟ ବାଧା ଥିଲା ଅନୁଚ୍ଛେଦ ୩୭୦। ହେଲେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ମୋଦି ସରକାର ପଟେଲଙ୍କ ସ୍ବପ୍ନକୁ ପୂରଣ କରିଛନ୍ତି ବୋଲି ଶାହ କହିଛନ୍ତି। ସୂଚନାଯୋଗ୍ୟ, ଶାହ ଶୁକ୍ରବାର ହରିୟାଣାର ଜିନ୍ଦଠାରେ ଆୟୋଜିତ ‘ଆସ୍ଥା ରାଲି’ରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ଚଢ଼ିଗଲା ମାଲ୍‌ଗାଡ଼ି: ଦୁର୍ଘଟଣାରେ ୧୬ ମୃତ

ଔରଙ୍ଗାବାଦ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯାଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ...

ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ

ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍‌ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍‌ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ...

ରାଜୌରିରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ଜୁନିୟର କମିଶନଡ ଅଫିସର ଶହୀଦ

ଜମ୍ମୁ,୧୯ ।୮: ଜମ୍ମୁର ରାଜୌରୀରେ ସୁରଡକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି । ଏଥିରେ ଜଣେ ଜୁନିୟର କମିଶନଡ ଅଫିସର ଶହୀଦ ହୋଇ...

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି...

ଦେଶର ସଙ୍କଟ ସ୍ଥିତିରେ ସରକାରଙ୍କ ସହିତ ଛିଡ଼ା ହୋଇଛି କଂଗ୍ରେସ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ସହିତ କଂଗ୍ରେସ ଦଳ ଛିଡ଼ା ହୋଇଛି ବୋଲି ରାହୁଲ ଗାନ୍ଧୀ ଚିଠି ଲେଖି...

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...

ଥକି ପଡିଲେଣି ନୀତୀଶ: ତେଜସ୍ୱୀ ଯାଦବ

ପାଟନା,୧୬ ।୧୦: ବିହାର ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଉ ଅଳ୍ପ ଦିନ ବାକି ରହିଛି । ଆଉ ଏହାରି ମଧ୍ୟରେ...

ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍‌ଓସି

ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ...

Advertisement
Archives

Model This Week