Posted inଜାତୀୟ

କଂଗ୍ରେସ-ଶିବସେନା-ଏନ୍‌ସିପିକୁ ଘାରିଛି ବାଡ଼ଡିଆଁ ଭୟ !

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଡୋରି ଧରିଛନ୍ତି। ତେବେ ଶକ୍ତି ପରୀକ୍ଷା ପାଇଁ ଫଡ୍‌ନବିସଙ୍କ ପାଖରେ ଆବଶ୍ୟକ ୧୪୫ କୁହୁକ ସଂଖ୍ୟା ନାହିଁ। ଏଥିଲାଗି ଭାଜପା କଂଗ୍ରେସ-ଶିବସେନା-ଏନ୍‌ସିପି ତଥା କିଛି ସ୍ବାଧୀନ ବିଧାୟକଙ୍କ ସମର୍ଥନ ଲୋଡ଼ିବାରେ ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ କଂଗ୍ରେସ-ଶିବସେନା-ଏନ୍‌ସିପି ଆଖିରୁ ଏବେ ନିଦ ହଜି ଯାଇଛି। କାଳେ ସେମାନଙ୍କର ବିଧାୟକ ବାଡ଼ ଡେଇଁବେ ସେଥିପାଇଁ ବିଧାୟକଙ୍କ ସହିତ କଂଗ୍ରେସ-ଶିବସେନା-ଏନ୍‌ସିପି ସବୁବେଳେ ଯୋଗାଯୋଗରେ ରହୁଥିବା କୁହାଯାଉଛି। ବିଧାୟକମାନଙ୍କୁ ଶୃଙ୍ଖଳିତ ଭାବେ ରଖିବା ଲାଗି ଏବେ କଂଗ୍ରେସ,ଶିବସେନା ଓ ଏନ୍‌ସିପି ପ୍ରାଣପ୍ରଣେ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri