Posted inଜାତୀୟ

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ସହ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି। ଅନ୍ୟ ରାଜ୍ୟରେ ମଧ୍ୟ କଂଗ୍ରେସ ମେଣ୍ଟ କରିବାକୁ ଚାହୁଁନାହିଁ ବୋଲି ସେ କହିଛନ୍ତି। ଦିଲ୍ଲୀରେ ପ୍ରସ୍ତାବିତ ୪:୩ ଫର୍ମୁଲା ଉପରେ ପ୍ରଶ୍ନ ହେବାରୁ ସିସୋଦିଆ କହିଥିଲେ, କଂଗ୍ରେସକୁ ୩ଟି ଆସନ ଛାଡିବା ଅର୍ଥ ଏହାକୁ ଭାଜପାକୁ ଛାଡିଦେବା ସହ ସମାନ। ଦିଲ୍ଲୀରେ କଂଗ୍ରେସର ସ୍ଥିତି ନ ଥିବାବେଳେ ସେମାନେ ପାଖାପାଖି ଅଧା ଆସନ ଦାବି କରିବା ଅବାସ୍ତବ ବୋଲି ସିସୋଦିଆ କହିଛନ୍ତି। ହରିୟାଣାରେ କଂଗ୍ରେସ ଏଏପିକୁ ୬:୩:୧ ଆସନ ବୁଝାମଣା ଫର୍ମୁଲା ପ୍ରସ୍ତାବ ଦେଇଥିଲା। ଅର୍ଥାତ ସେଠାରେ କଂଗ୍ରେସ ୬ଟି ଆସନରେ ଲଢ଼ିଥାନ୍ତା ଓ ଜନନାୟକ ଜନତା ପାର୍ଟିକୁ ୩ଟି ଏବଂ ଏଏପିକୁ ଗୋଟିଏ ଆସନ ଛାଡିଥାନ୍ତା। ସେହିପରି ପଞ୍ଜାବରେ ଆସନ ବୁଝାମଣା ଲାଗି କଂଗ୍ରେସ ପ୍ରସ୍ତାବରେ ଏଏପି ରାଜି ହୋଇଥିଲେ ମଧ୍ୟ ଏହା ପଛଘୁଞ୍ଚା ଦେଇଥିଲା ବୋଲି ବରିଷ୍ଠ ନେତା ସଞ୍ଜୟ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଷ୍ଟାଲିନ ନେଲେ ବଡ଼ ନିଷ୍ପତ୍ତି

ଚେନ୍ନାଇ, ୮।୫: ତାମିଲନାଡୁରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ୧୪ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ମେ’ ୧୦ରୁ ୨୪ ପର୍ଯ୍ୟନ୍ତ ତାଲାବନ୍ଦ...

ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ନ କରିପାରି ପ୍ରୟାଗରାଜରେ ସଫ୍ଟ ଲ୍ୟାଣ୍ଡିଂ କଲେ ଯୁବକ

ପ୍ରୟାଗରାଜ,୧୯।୯: ପ୍ରୟାଗରାଜରେ ୩ଦିନରୁ ଜାରି ରହିଥିବା ଡ୍ରାମା ବୁଧବାର ଶେଷ ହୋଇଛି। ଫିଲ୍ମ ସୋଲେରେ ଯେଉଁଭଳି ଧର୍ମେନ୍ଦ୍ର ଟାଓ୍ବାର ଉପରେ ଚଢ଼ି ବାସନ୍ତୀ ସହ ବିବାହ...

କାହିଁକି ସୁନାର କଇଁଚିରେ ପ୍ରଥମ ଗ୍ରାହକଙ୍କ କେଶ କାଟିଲେ ସେଲୁନ ମାଲିକ

ମୁମ୍ବାଇ,୩୦।୬: କରୋନା ଲକ୍‌ଡାଉନ୍‌ ଯୋଗୁ ପ୍ରାୟ ୩ମାସ ପରେ ମହାରାଷ୍ଟ୍ରରେ ସେଲୁନ ଓ ବ୍ୟୁଟି ପାର୍ଲର ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ସରକାରଙ୍କ ଅନୁମତି ପରେ...

ଚିକିତ୍ସା କରୁଥିବା ଡାକ୍ତର କରୋନାରେ ସଂକ୍ରମିତ

ଲକ୍ଷ୍ନୌ,୧୮।୩: ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌କୁ ରୋକିବା ପାଇଁ ସବୁ ଦେଶ ଯଥା ସମ୍ଭବ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସରକାର...

କରୋନା ସଂକ୍ରମଣ: ଜୁନ୍‌ ଶେଷ ବେଳକୁ ରାଜଧାନୀରେ ସ୍ଥିତି ହେବ ଅଣାୟତ!

ନୂଆଦିଲ୍ଲୀ,୭।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତରେ ମଧ୍ୟ ବେଳକୁ ବେଳ ସ୍ଥିତି ଅଣାୟତ ହେବାରେ ଲାଗିଛି।...

ବଢ଼ୁଛି କରୋନା କଷଣ

ନୂଆଦିଲ୍ଲୀ, ୧୦।୫: ଦେଶରେ ଭୟଙ୍କର ସ୍ଥିତିରେ କରୋନା। ଶନିବାର ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୨, ୫୪୭କୁ ବୃଦ୍ଧି ପାଇଥିବା ବେଳେ ୨,୦୯୨ ଜଣଙ୍କ...

କୁନୋ ନ୍ୟାଶନାଲ ପାର୍କରେ ଚିତାଙ୍କୁ ଛାଡିଲେ ମୋଦି

ଭୋପାଳ,୧୭।୯: ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ୮ ଚିତା ଶନିବାର କୁନୋ ନ୍ୟାଶନାଲ ପାର୍କରେ ପହଞ୍ଚିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାନଙ୍କୁ ସ୍ବାଗତ...

କରୋନାରେ ପୀଡ଼ିତ ବଲିଉଡ୍‌ ଗାୟିକା

ମୁମ୍ବାଇ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ...

Advertisement
Archives

Model This Week