କଂସାମାରି ଗ୍ରାମରୁ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର

ପାଟପୁର,୧ା୬(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର ନନ୍ଦ ଗୌଡ଼ଙ୍କ କୂଅରୁ ସୋମବାର ଏକ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଗ୍ରାମର ଯୁବକ ଗୋଷ୍ଠୀ ବଜ୍ରକାପ୍ତାକୁ ଦେଖି ପୋଡାମାରି ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ। ବନବିଭାଗ ଅଧିକାରୀ କାଳୀଚରଣ ବେହେରାଙ୍କ ନିର୍ଦ୍ଦେଶକ୍ରମେ ଫରେଷ୍ଟର ଲକ୍ଷ୍ମୀକାନ୍ତ ପାତ୍ର, ଫରେଷ୍ଟ ଗାର୍ଡ କାଳିଆ ପ୍ରଧାନ, ଗାୟତ୍ରୀ ପ୍ରଧାନ ଓ ସୁଧାକର ଖଣ୍ଡାଳୁ ପହଞ୍ଚି ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ। ପ୍ରାଣୀଧନ ନିରୀକ୍ଷକ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ବଜ୍ରକାପ୍ତାଟିକୁ ନଖାରୀ ଅଭୟାରଣ୍ୟରେ ଛାଡ଼ି ଦିଆଯାଇଥିବା ବନବିଭାଗ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ...

ମାଗଣାରେ ମା’ଙ୍କୁ ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ...

ବେଆଇନ ଚିଙ୍ଗୁଡ଼ି ଚାଷ ଉଚ୍ଛେଦ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ.)-ଖାରି ଜଳ ଚିଙ୍ଗୁଡି ଚାଷକୁ ପ୍ରୋତ୍ସାହିତ କରିବା ପାଇଁ ଚାଷୀଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ ପ୍ରଶିକ୍ଷଣ ଶିବିର ଆୟୋଜନ ହେବ। ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ...

ସାମାଜିକ ଦୂରତା ମାନୁନାହାନ୍ତି ପରିବା ଦୋକାନୀ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୨୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏଥିପାଇଁ ସରକାର ଓ ପ୍ରଶାସନ ସାମାଜିକ...

ଯୌତୁକ ପାଇଁ ସ୍ତ୍ରୀକୁ ହତ୍ୟାକଲା ସ୍ବାମୀ

ପୁରୁଷୋତ୍ତମପୁର,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଧୋବାପଲ୍ଲୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଲୋଭୀ ସ୍ବାମୀ ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା...

ପୋଲିସ ହାବୁଡ଼ରେ ବାପ-ପୁଅ ଗ୍ୟାଙ୍ଗ

ବ୍ରହ୍ମପୁର ଅଫିସ, ୮।୭-ବ୍ରହ୍ମପୁର ସହରରେ ଗତ ଏକ ମାସ ମଧ୍ୟରେ ହୋଇଥିବା ତାଲା ବନ୍ଦ ଘରୁ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ବୈଦ୍ୟନାଥପୁର ଥାନା ଇଲାକାରେ...

ଘରୋଇ ସଙ୍ଗରୋଧରେ ଥିବା ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ, ମୋବାଇଲ ଫୋନ ଜବତ

ବ୍ରହ୍ମପୁର ଅଫିସ,୧୯ା୬- ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଲିଙ୍ଗରାଜ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ଘରୋଇ ସଙ୍ଗରୋଧରେ ଥିବା ଜଣେ ଯୁବକ...

ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୧ା୮-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକ ନିକଟ ଏକ ଘରୋଇ ହସ୍ପିଟାଲରେ ଜଣେ ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତ ମୃତ...

Advertisement
Archives

Model This Week