କକାଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ ପୁତୁରା ଗିରଫ

ରୂପ୍‌ସା, ୧୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ପଳାସିଆ ଗ୍ରାମର ଭାଗବତ ମହାପାତ୍ରଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁତୁରା ଦୀନବନ୍ଧୁ ମହାପାତ୍ରଙ୍କୁ ମଙ୍ଗଳବାର ଗିରଫ କରିଛି। ସୋମବାର ରାତିରେ ପୁତୁରା ଦୀନବନ୍ଧୁ ମାରଣାସ୍ତ୍ରରେ ତାଙ୍କ କକାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୪୧୦/୧୯) ରୁଜୁକରି ତଦନ୍ତ ଆରମ୍ଭ କରିଥିଲା।

ଜମିବାଡ଼ି ବିବାଦକୁ ନେଇ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଦୀନବନ୍ଧୁ ଶାବଳ ଦ୍ୱାରା କକା ଭାଗବତ ଓ ତାଙ୍କ ପନତ୍ୀଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ପନତ୍ୀଙ୍କ ସହ ଗୁରୁତର ଆହତ ଭାଗବତଙ୍କୁ ଗାଁ ଲୋକେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ହେଲେ ସେଠାରେ ଭାଗବତଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଭାଗବତଙ୍କ ପୁଅ ଦୟାନିଧି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତଦନ୍ତ ଅଧିକାରୀ ଆଇଆଇସି ଧନେଶ୍ୱର ସାହୁ ଚଢ଼ାଉ କରି ମୟୂରଭଞ୍ଜର ବୈଶିଙ୍ଗା ଥାନା ଅଞ୍ଚଳରୁ ଦୀନବନ୍ଧୁଙ୍କୁ ଗିରଫ କରିଥିଲେ। ମଙ୍ଗଳବାର ଭାଗବତଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ଦିଗପହଣ୍ଡି,୧୬ା୧୨(ଡି.ଏନ୍‌.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍‌ନିକ୍‌ ବସ୍‌ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ...

ଅଟୋକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ମହିଳାଙ୍କ ଜୀବନ, ୨ ଗୁରୁତର

ଗଞ୍ଜାମ,୨୪ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ଗଳାଶଙ୍ଖଠାରେ ସୋମବାର ସକାଳେ ଏକ ଡାଲା ଅଟୋର ପଛକୁ ଟ୍ରକ୍‌ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଡାଲା ଅଟୋରେ ବସିଥିବା...

୨୮ବର୍ଷ ହେଲା ସମ୍ପର୍କ ଯୋଡୁଛନ୍ତି ସୁଧାକର

ଖଇରା,୧୩।୬(ଡି.ଏନ.ଏ.): ଆଇସିକ୍ରମ ଖାଇବା କଥା ଶୁଣିଲେ ପିଲାମାନଙ୍କ ଖୁସି କହିଲେ ନ ସରେ। ବିଶେଷକରି ଖରାଦିନେ ଏହାର ଚାହିଦା ଅଧିକ। ଏବେ ପୁଣି ବଜାରରେ ମିଳୁଥିବା...

୨ ନିଶାସକ୍ତ ବାଇକ୍‌ ଚାଳକଙ୍କୁ କୋର୍ଟଚାଲାଣ

ଦିଗପହଣ୍ଡି,୨୫ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ସୋମବାର ଅପରାହ୍ନରେ ୨ଜଣ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ନନ ଏଫ୍‌ଆଇଆର ମାମଲା ନଂ. ୩୦/୧୯ ଓ ୩୧/୧୯ ମୋଟର ଯାନ ଆଇନର ଦଫା...

ଅଦିନିଆ ବର୍ଷାରେ ଗଜା ହେଲା ଧାନ

ମୁନିଗୁଡ଼ା,୩୧।୧(ଡି.ଏନ୍‌.ଏ.) ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକରେ ଅଦିନିଆ ବର୍ଷାରେ ଚାଷୀଙ୍କ ଧାନ ଗଜା ହୋଇଛି। ଅଞ୍ଚଳର ଚାଷୀ ଧାନ, କପା ଓ ପରିବା ଚାଷ କରିଥିଲେ। କିନ୍ତୁ...

ବିଜେଡିର ୨ ପୂର୍ବତନ କାଉନସିଲର ନିଲମ୍ବିତ

ଫୁଲବାଣୀ ଅଫିସ,୨୨।୩: କନ୍ଧମାଳ ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣ ମଙ୍ଗଳବାର ଫୁଲବାଣୀ ସହରର ୩ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ତଥା ବିଜେଡି ନେତା...

ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ...

ଆଜି ଛତିଶା ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ଆଲୋଚନା

ପୁରୀ ଅଫିସ,୧୬।୪: ପୁରୀରେ ସଂକ୍ରମଣ ବଢ଼ିବା ପରେ ସହରରେ କୋଭିଡ୍‌ କଟକଣା ବଢ଼ିଛି। ୧୦ଦିନିଆ ଏନଫୋର୍ସମେଣ୍ଟ ଡ୍ରାଇଭ୍‌ରେ ପୁରୀ ସହର ଚିତ୍ର ବଦଳିଲାଣି। ପୋଲିସ ପ୍ରତି...

Advertisement
Archives

Model This Week