କଗ୍ନିଜାଣ୍ଟର ପୂର୍ବତନ ସିଓଓଙ୍କ ବିରୋଧରେ ୩୫ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୭-୯: ଆମେରିକାର ପୁଞ୍ଜି ବଜାର ନିୟାମକ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍‌ଇସି) କଗ୍ନିଜାଣ୍ଟର ପୂର୍ବତନ ମୁଖ୍ୟ ପରିଚାଳନା ଅଧିକାରୀ(ସିଓଓ) ଶ୍ରୀଧର ତିରୁମ୍ବେଗଦମଙ୍କୁ ଜଣେ ଭାରତୀୟଙ୍କୁ ଲାଞ୍ଚ ଦେବା ଅଭିଯୋଗରେ ୫୦ ହଜାର ଡଲାର( ପ୍ରାୟ ୩୫ ଲକ୍ଷ ଟଙ୍କା) ଜରିମାନା କରିଛି। ଅଭିଯୋଗ ଅନୁଯାୟୀ ତିରୁମ୍ବେଗଦମ କଗ୍ନିଜାଣ୍ଟ ସଲ୍ୟୁସନ୍ସ କର୍ପୋରେଶନର ଅନ୍ୟ ୩ ଜଣ ଅଧିକାରୀଙ୍କ ସହ ମିଶି କମ୍ପାନୀ ପକ୍ଷରୁ ଭାରତର ଜଣେ ଅଧିକାରୀଙ୍କୁ ୨୦ ଲକ୍ଷ ଡଲାର ଲାଞ୍ଚ ଦେବାକୁ ଯୋଜନା ପ୍ରସ୍ତୁତ କରିଥିଲେ। ଚେନ୍ନାଇରେ ବାଣିଜିି୍ୟକ ଅଫିସ୍‌ ଖୋଲିବା ଲାଗି ଅନୁମତି ଦେବାକୁ ଏହି ଲାଞ୍ଚ ଦିଆଯାଇଥା’ନ୍ତା। ନିର୍ଦ୍ଦେଶର ୧୦ ଦିନ ଭିତରେ ସିଓଓଙ୍କୁ ଜରିମାନା ଅର୍ଥ ଦାଖଲ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ...

ସୋସିଆଲ ମିଡିଆରେ ବିଜ୍ଞାପନ ବନ୍ଦ କଲେ ୯୦ କମ୍ପାନୀ, ସବୁଠୁ କ୍ଷତିଗ୍ରସ୍ତ ହୋଇଛି ଫେସ୍‌ବୁକ୍‌

ନୂଆଦିଲ୍ଲୀ: ଆମେରିକାରେ ବ୍ଲାକ୍‌ ଆଣ୍ଡ ହ୍ବାଇଟ୍‌ (କଳା ଧଳା)ପ୍ରସଙ୍ଗ ସମଗ୍ର ବିଶ୍ୱରେ ଚର୍ଚ୍ଚା ପାଲଟିଛି। ଏହାର ପ୍ରଭାବ ସିଧାସଳଖ ସୋସିଆଲ ମିଡିଆ ଉପରେ ପଡ଼ିଛି। ପ୍ରାୟ...

ଚାଇନାରୁ ଭାରତ ଆସିବ ଟପ୍‌ ଖେଳଣା କମ୍ପାନୀ

ନୂଆଦିଲ୍ଲୀ,୨୬-୭: ଆମେରିକା ସହିତ ଜାରି ଟ୍ରେଡ୍‌ ଓ୍ବାର୍‌ ଚାଇନା ପାଇଁ ମହଙ୍ଗା ସାବ୍ୟସ୍ତ ହେଉଛି। କମ୍ପାନୀଗୁଡ଼ିକ ଚାଇନାରୁ ନିଜର କାରଖାନା ଅନ୍ୟ ଦେଶକୁ ସ୍ଥାନାନ୍ତର କରିବା...

କ୍ଷତିପୂରଣ ଲାଗି ବଢ଼ିପାରେ ଜିଏସ୍‌ଟି

ନୂଆଦିଲ୍ଲୀ,୩୧।୭-କରୋନା ଦେଶର ଅର୍ଥ ବ୍ୟବସ୍ଥା ଉପରେ ଗଭୀର ପ୍ରଭାବ ପକାଇଛି। ସରକାରଙ୍କ ଟିକସ ଜନିତ ଆୟ ବର୍ତ୍ତମାନ କମିଛି। ଫଳରେ ରାଜ୍ୟଗୁଡିକର ଅଂଶ ପ୍ରଦାନ କରିବା...

୨୨% ଗାର୍ମେଣ୍ଟ ୟୁନିଟ୍‌ ଖୋଲିଛି

ନୂଆଦିଲ୍ଲୀ,୬।୬: କରୋନା ସଂକ୍ରମଣ ଜନିତ ସମସ୍ୟାରୁ ଦେଶବାସୀଙ୍କୁ ସୁରକ୍ଷା ଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଲକ୍‌ଡାଉନ ଜାରି କରିବା...

ବିଶ୍ୱସନୀୟ ସେବାରେ ୪୯ ବର୍ଷ

ଭୁବନେଶ୍ୱର,୨।୧୦ କରୋନା ମହାମାରୀ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ ସଙ୍କଟ ମଧ୍ୟକୁ ଠେଲି ଦେଇଛି। ବର୍ତ୍ତମାନ ବଜାର ଧୀରେ ଧୀରେ ଟ୍ରାକ୍‌କୁ ଫେରୁଛି। ପାର୍ବଣ ଲାଗି...

କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି।...

ଚାଇନା ପାଓ୍ବାର ଗିୟର ଆମଦାନୀ ହେବନି

ନୂଆଦିଲ୍ଲୀ,୪।୭: ଭାରତ ଚାଇନାରୁ ଏଣିକି ପାଓ୍ବାର ଗିୟର ଆମଦାନୀ କରିବ ନାହିଁ। କେନ୍ଦ୍ର ସରକାର ଏ ନେଇ କଟକଣା ଲଗାଇଛନ୍ତି। ସୀମାରେ ୨୦ ଭାରତୀୟ ଯବାନ...

Advertisement


Archives

Model This Week