Posted inଖେଳ

କଙ୍କଡା ଖାଇବାକୁ ଭଲ ପାଆନ୍ତି ଏହି ମହାନ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି ଭାରତକୁ ବିଜୟୀ କରୁଥିବା ଖେଳାଳିମାନେ କ’ଣ ଖାଇବାକୁ ଭଲ ପାଆନ୍ତି ତାହା ମଧ୍ୟ ଜାଣିବାକୁ ଇଚ୍ଛୁକ ଥାନ୍ତି ତାଙ୍କ ପ୍ରଶଂସକ। ସାଧାରଣତଃ ଭାରତୀୟ କ୍ରିକେଟରେ ‘ଦ ଓ୍ବାଲ୍‌’ ନାମରେ ପରିଚିତ ରାହୁଲ ଦ୍ରାଭିଡଙ୍କ ବ୍ୟକ୍ତିଗତ ଜୀବନକୁ ନେଇ କେବେ ବି ଚର୍ଚ୍ଚା ହୋଇ ନ ଥାଏ। ଏତେ ବଡ ମହାନ ବ୍ୟାଟ୍ସମ୍ୟାନ୍‌ ହୋଇମଧ୍ୟ ସେ ଗଣମାଧ୍ୟମଠାରୁ ଯଥାସମ୍ଭବ ନିଜକୁ ଦୂରେଇ ରଖିଥାନ୍ତି। ତେବେ ରାହୁଲ କଙ୍କଡା ଖାଇବାକୁ ବେଶ୍‌ ଭଲ ପାଆନ୍ତି। କ୍ରିକେଟ ଖେଳୁଥିବା ସମୟରେ ମଧ୍ୟ ହୋଟେଲରେ କଙ୍କଡା ତରକାରୀ ଅର୍ଡର ଦେଇଥାନ୍ତି ସେ । ଏକ ସାକ୍ଷାତକାରରେ   ପିଲାବେଳୁ ସେ କଙ୍କଡା ଖାଇବାକୁ ବେଶ୍‌ ଭଲ ପାଉଥିବା  କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏକଦିବସୀୟ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍‌କା

ପୁଣେ,୨୧।୩: ଟେଷ୍ଟ ଏବଂ ଟି -୨୦ପରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଅନୁଷ୍ଠିତ ହେବ। ଏଥିପାଇଁ ୧୪ ଜଣିଆ ଇଂଲଣ୍ଡ ଦଳ ଘୋଷଣା...

ଆଇପିଏଲ୍‌ ସ୍ଥଗିତ ହେବାପରେ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଏହି କ୍ରିକେଟର୍‌: ପ୍ରଶଂସକ କହିଲେ ବାଃ ବାଃ

ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କରୋନା ଭାଇରସ ମହାମାରୀ ହେତୁ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)କୁ ଅର୍ନିଦ୍ଦିଷ୍ଟ କାଳ...

କୋଭିଡ-୧୯: ଲିଭରପୁଲ ଲିଜେଣ୍ଡ ଡାଲଗ୍ଲିଶ ପଜିଟିଭ୍‌

ଲଣ୍ଡନ,୧୧।୪(ଏଏଫ୍‌ପି)- ସ୍କଟଲାଣ୍ଡ ଷ୍ଟ୍ରାଇକର ତଥା ଲିଭରପୁଲ କିମ୍ବଦନ୍ତୀ ଫୁଟବଲର କେନ୍ନି ଡାଲଗ୍ଲିଶ୍‌ କରୋନ ଭାଇରସ ସଂକ୍ରମଣ କାରଣରୁ ପଜିଟିଭ ବୋଲି ଜଣାପଡିଛି। ତାଙ୍କ ପରିବାର ସୂତ୍ରର...

ଜୋକୋଭିଚ୍‌ଙ୍କ ପାଇଁ କ୍ଷମା ମାଗିଲା ସ୍ପାନିଶ କ୍ଲବ

ମାଡ୍ରିଡ୍‌, ୭ା୫ (ଏପି)- କରୋନା ଭାଇରସ୍‌ ପାଇଁ ଚାଲିଥିବା ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ କରି ବିଶ୍ୱର ନମ୍ବର ଓ୍ବାନ ଟେନିସ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଚର୍ଚ୍ଚାରେ...

ଭାରତୀୟ ନାଗରିକଙ୍କୁ ବିବାହ କଲେ ପାକିସ୍ତାନ କ୍ରିକେଟର

ଦୁବାଇ,୨୧।୮: ଏଠାରେ ଆୟୋଜିତ ଏକ ଉତ୍ସବରେ ପାକିସ୍ତାନ କ୍ରିକେଟ ଦଳର ପେସର ହାସନ ଅଲୀ ମଙ୍ଗଳବାର ଭାରତୀୟ ନାଗରିକ ଶାମିଆ ଆର୍‌ଜୁଙ୍କୁ ବିବାହ କରିଛନ୍ତି। ଏହି...

ଜୁଲାଇ ୩୦ ବୈଠକରେ ଅଧ୍ୟକ୍ଷତା କରିବେ ବ୍ରିଜଭୂଷଣ

ନୂଆଦିଲ୍ଲୀ, ୨୯ା୭ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପୂର୍ବରୁ ଜୁଲାଇ ୩୦ରେ ବସିବାକୁ ଥିବା ଏକ ବୈଠକରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣ ସିଂ...

ଚାଇନାର ଅଲିମ୍ପିକ ଫୁଟବଲ କ୍ୱାଲିଫାୟର ସିଡ୍‌ନୀରେ

କୁଆଲାଲମ୍ପୁର, ୨୧ା୨ (ଏଏଫ୍‌ପି)-ଅଲିମ୍ପିକ ମହିଳା ଫୁଟ୍‌ବଲ କ୍ୱାଲିଫାୟର ଅନ୍ତର୍ଗତ ଦକ୍ଷିଣ କୋରିଆ ବିପକ୍ଷ ହୋମ୍‌ ଲେଗ୍‌ ମ୍ୟାଚ ଚାଇନା ଅଷ୍ଟ୍ରେଲିଆର ସିଡ୍‌ନୀରେ ଖେଳିବ। ଏସିଆନ ଫୁଟ୍‌ବଲ...

ୱେଷ୍ଟଇଣ୍ଡିଜରେ ପହଞ୍ଚିଲେ ଭାରତୀୟ ଦଳର ଖେଳାଳି, ସାଙ୍ଗରେ ନାହାନ୍ତି ରୋହିତ

ନୂଆଦିଲ୍ଲୀ,୩୦।୬: ୧୨ ଜୁଲାଇରୁ ୱେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳକୁ ଟେଷ୍ଟ, ଦିନିକିଆ ଏବଂ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାକୁ ପଡିବ। ଖବର ଅନୁଯାୟୀ ଏହି ଯାତ୍ରା...

Advertisement
Archives

Model This Week