କଟକଣାକୁ ବେଖାତିର: ନିଷିଦ୍ଧାଞ୍ଚଳରେ ଚକ୍କର କାଟୁଛି ଟ୍ରଲର

ପୁରୀ ଅଫିସ, ୧୦ା୧୨: ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛ ମାରିବା ଉପରେ କଟକଣା ଲଗାଯାଇଛି। ଅଲିଭ୍‌ ରିଡ୍‌ଲେଙ୍କ ଆଗମନ ଏବଂ ଅଣ୍ଡାଦାନ ଲାଗି ନଭେମ୍ବର ୧ରୁ ମେ ୩୧ ପର୍ଯ୍ୟନ୍ତ ଏହି କଟକଣା ରହିଛି। ଏହି ସମୟ ମଧ୍ୟରେ ନିଷିଦ୍ଧାଞ୍ଚଳରେ କୌଣସି ଟ୍ରଲର ମାଛ ମାରିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି କଟକଣାକୁ ଅନେକ ସମୟରେ ବେଖାତିର କରି ନିଷିଦ୍ଧାଞ୍ଚଳରେ ମାଛ ମାରୁଛନ୍ତି ଟ୍ରଲର। ମଙ୍ଗଳବାର ଅପରାହ୍ନରେ ପୁରୀ ବେଳାଭୂମିଠାରୁ ମାତ୍ର ୧ କିମି ମଧ୍ୟରେ ସମୁଦ୍ର ମଧ୍ୟରେ ଏକ ଟ୍ରଲର ମାଛ ମାରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରି ଯାତ୍ରା: ନଗ୍ନନୃତ୍ୟ ବିରୋଧରେ ତେଜିଲା ସ୍ବର; ଥାନାରେ ଅଭିଯୋଗ କଲା ଓଡ଼ିଶା ନାରୀ ସଚେତନ ମଞ୍ଚ

ଭୁବନେଶ୍ୱର, ୯ା୨(ବ୍ୟୁରେ): ଖଣ୍ଡଗିରି ଯାତ୍ରାରେ ନଗ୍ନନୃତ୍ୟ ପ୍ରଦର୍ଶନକୁ ଓଡ଼ିଶା ନାରୀ ସଚେତନ ମଞ୍ଚ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ମଞ୍ଚ ସଭାପତି ଡଲି ରଥଙ୍କ ନେତୃତ୍ୱରେ...

ଅଜ୍ଞାତବାସରେ ୧୦ ଭାଜପା କର୍ପୋରେଟର ପ୍ରାର୍ଥୀ

ବ୍ରହ୍ମପୁର ଅଫିସ,୧୩।୩: ପୌର ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ଲାଗି ଚାପ ଓ ଧମକ ଯୋଗୁ ୧୦ ଭାଜପା ପ୍ରାର୍ଥୀ ଅଜ୍ଞାତବାସରେ ଅଛନ୍ତି। ଅନ୍ୟପକ୍ଷରେ ଭାଜପାର ସଂଗୀନ...

ନଦୀର ଅଧାପାଣି ସମୁଦ୍ରକୁ ବୋହିଯାଉଛି: ହାତ ଟେକି ଦେଇଛନ୍ତି ସରକାର, ଜଳ ସଂରକ୍ଷଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ନଦୀରୁ ଜଳ ସିଧାସଳଖ ସମୁଦ୍ରକୁ ବୋହିଯାଉଛି। ଏହାକୁ ରାଜ୍ୟ ସରକାର ସଂରକ୍ଷଣ କରିପାରୁନାହାନ୍ତି। ମହାନଦୀ ଉପରେ ଛତିଶଗଡ଼ ବ୍ୟାରେଜ ନିର୍ମାଣ କରି...

ଅତିଷ୍ଠ କରୁଛି ବିଦ୍ୟୁତ୍‌ ବିଭ୍ରାଟ

ବଅଁରପାଳ, ୨୦।୪ (ଡି.ଏନ.ଏ.) ଅନୁଗୋଳ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରକୋପ ଜାରି ରହିଛି। ତାପମାତ୍ରା ରେକର୍ଡ ପରେ ରେକର୍ଡ କରୁଥିବା ବେଳେ ବଅଁରପାଳ ବ୍ଲକ ଅଞ୍ଚଳରେ...

ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ବରୀ,୧୪|୮(ସ୍ବ.ପ୍ର.)- ଯାଜପୁର ଜିଲା ବରୀ ବ୍ଲକ ଅଧ୍ୟକ୍ଷା ଉପନିର୍ବାଚନ ପାଇଁ ମଙ୍ଗଳବାର ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା...

ଆଇନର ଆଶ୍ରୟ ନେବ ଶିକ୍ଷକ ସଂଘ

ଭୁବନେଶ୍ୱର,୭।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଚାକିରି କରୁଥିବା ସମସ୍ତ ସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ରହିଥିବା ଛୁଟି ବ୍ୟବସ୍ଥାକୁ ନେଇ ଅସନ୍ତୋଷ ଲାଗି...

ରାତିରେ ବ୍ୟାଙ୍କ ତାଲା ଭାଙ୍ଗି ଭିତରେ ପଶିଲେ ଦୁର୍ବୃତ୍ତ

ସିମୁଳିଆ,୩୦।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ସଦର ମହକୁମା ମାର୍କୋଣାରେ ଥିବା କାନାଡ଼ା ବ୍ୟାଙ୍କରୁ ଚୋରି ଉଦ୍ୟମ ହୋଇଛି। ଗୁରୁବାର ରାତିରେ ଦୁର୍ବୃତ୍ତ ମୁଖ୍ୟ ଗ୍ରୀଲ...

୩୨୦୬.୮୮ କୋଟି ଜିଏସ୍‌ଟି କ୍ଷତିପୂରଣ ମିଳିନି

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ବାବଦରେ କେନ୍ଦ୍ର ନିକଟରେ ୮୬୮୮.୧୯ କୋଟି ଟଙ୍କାର କ୍ଷତିପୂରଣ...

Advertisement
Archives

Model This Week