କଟକଣାକୁ ବେଖାତିର: ବରୁଣେଇରେ ଭୋଜି

ଖୋର୍ଦ୍ଧା ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଧାର୍ମିକ ପୀଠ ଏବଂ ପର୍ଯ୍ୟଟନସ୍ଥଳରେ ଭୋଜିଭାତ ଏବଂ ପର୍ଯ୍ୟଟକଙ୍କ ଆଗମନ ଉପରେ କଟକଣା ଲଗାଯାଇଛି। ତେବେ ଜିଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ବରୁଣେଇରେ କଟକଣାକୁ ବେଖାତିର କରି ବାହାର ରାଜ୍ୟର ପର୍ଯ୍ୟଟକ ଓ ଭୋଜିଭାତର ଆୟୋଜନ କରିଥିବା ଦେଖିବାକୁ ମିଳିଥିଲା। ବରୁଣେଇ ଉପରେ ପର୍ଯ୍ୟଟକଙ୍କ ଭିଡ ଲାଗି ରହିଥିବା ବେଳେ ତଳେ ବାଇକ ଓ ଚାରିଚକିିଆ ଯାନ ଅଟୋ ରହିଥିବା ଦେଖିବାକୁ ମିଳିଥିଲା। ପ୍ରଶାସନ ପକ୍ଷରୁ କେବଳ ନିର୍ଦ୍ଦେଶନାମା ଜାରି କରାଯାଉଛି। ଏହାକୁ କାର୍ଯ୍ୟକାରୀ କରାଯାଉନାହିଁ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା...

ୟାସ୍‌ ତଥ୍ୟ ଆଣିଛି ବିକାଶର କଟୁ ସତ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୮।୫: ୧୯୯୯ର ମହାବାତ୍ୟାକୁ ଇତିମଧ୍ୟରେ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ବିତିଛି। ପ୍ରତିବର୍ଷ ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରୁଥିବା କେନ୍ଦ୍ରାପଡ଼ା...

ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ

ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ...

ନୂଆପାଟଣା ଗ୍ରାମ ୩ ଦିନ ଶଟ୍‌ଡାଉନ

ନିମାପଡ଼ା,୨୭ା୮(ଡି.ଏନ୍‌.ଏ): ନିମାପଡ଼ା ବ୍ଲକ କଳାପାଞ୍ଚଣ ପଞ୍ଚାୟତର ନୂଆପାଟଣା ଗ୍ରାମରେ ବୁଧବାର ଜଣେ ୧୭ବର୍ଷୀୟ ବାଳକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସରପଞ୍ଚ...

ନିର୍ମାଣ ଶେଷ ପରେ ବି ମିଳୁନି ଟଙ୍କା

କଟକ ଅଫିସ,୨।୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ୨୦୨୨ ଶେଷ ସୁଦ୍ଧା ସହରାଞ୍ଚଳରେ ସମସ୍ତ ବାସହୀନଙ୍କୁ ଘର ଯୋଗାଇବା ପାଇଁ କେନ୍ଦ୍ର ସରକାର ପରିକଳ୍ପନା କରିଥିଲେ। ଏହି...

ଉଜୁଡ଼ିଯାଉଛି ଚନ୍ଦିର ବଣ

ଖଇରା, ୧୧।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ବେଗୁନିଆ ଗ୍ରାମ ନିକଟରେ ଥିବା ଘଞ୍ଚ ଚନ୍ଦିର ବଣ ଦିନେ ଘଞ୍ଚଜଙ୍ଗଲରେ ପରିପୂର୍ଣ୍ଣ ଥିଲା।...

ଗ୍ରାମସଭାରେ ନାଲ୍‌କୋକୁ ମିଳିତ ବିରୋଧ

ପଟ୍ଟାଙ୍ଗି,୧୯ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍‌ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ...

ଜେଜେ ମା’ଙ୍କୁ ଅଣ୍ଡା ଆଣିବାକୁ କହି ପିନ୍ଧା ଲୁଙ୍ଗିରେ ଝୁଲିପଡ଼ିଲେ

ଗଞ୍ଜାମ,୧।୨(ଡି.ଏନ୍‌.ଏ.): ଗଞ୍ଜାମ ଥାନା ବନ୍ଦର ସାହିରେ ଜଣେ ଯୁବକ ଘର ପାଇଖାନାରେ ପିନ୍ଧା ଲୁଙ୍ଗିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ସୁମୂନାଥ ଗୌଡ଼(୨୩)। ଖବର ପାଇ...

Advertisement
Archives

Model This Week