କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି

କଟକ ଅଫିସ,୨୫।୩: କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ ମାନୁ ନ ଥିବା ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ ସତ୍ତ୍ୱେ ପ୍ରବଳ ଭିଡ଼ ଜମୁଛି। ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବଜାର ଖୋଲା ରହୁଛି। ଏଣୁ ଅତ୍ୟାବଶ୍ୟକ ସାମଗ୍ରୀ, ସଉଦା ଏବଂ ପରିବା କିଣିବା ପାଇଁ ଲୋକେ ଆସୁଛନ୍ତି। ଭିଡ଼ ଯୋଗୁ କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ ପୋଲିସ ପ୍ରଶାସନ ତୁରନ୍ତ ଭିଡ଼ ନିୟନ୍ତ୍ରଣ ଲାଗି ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଇଓଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

ଭଣ୍ଡାରିପୋଖରୀ,୧୮।୧୨(ଡି.ଏନ.ଏ.): ଭଣ୍ଡାରିପୋଖରୀ ବ୍ଲକ ଜଗନ୍ନାଥପ୍ରସାଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କ ଡେପୁଟେଶନ ବାତିଲ ଦାବିରେ ଗତ ଶନିବାରଠାରୁ ୫ ଦିନ ଧରି ତାଲା ପଡ଼ି...

ଓଡିଆର୍‌ପି ଘରେ ନ ରହିଲେ ତାଲିକାରୁ ବାଦ୍‌

ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍‌ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍‌ପି ଘର ପାଇଥିବା...

ଘରେ ପଶି ୮୦ ହଜାର ଲୁଟିନେବା ସହ ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ମୋବାଇଲ ଛାଡ଼ି ଚାଲିଗଲେ ଲୁଟେରା, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୬।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କିଛିଦିନର ନିରବତା ପରେ ପୁଣି ଲୁଟ୍‌ପାଟ ଆରମ୍ଭ ହୋଇଛି। ଆଗକୁ ଶାରଦୀୟ ପୂଜା ରହିଥିବା ବେଳେ...

ସ୍କୁଲ ଆସିଲେନି ପିଲା, ବସି ବସି ଫେରିଲେ ଶିକ୍ଷକ

ବନ୍ତଳା, ୨୩।୭ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ଅନ୍ତୁଳିଆ ପଞ୍ଚାୟତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ସୋମବାର କୌଣସି ଛାତ୍ରୀଛାତ୍ର ଆସି ନ ଥିଲେ। ସ୍କୁଲକୁ ଅଧିକ ୨ଜଣ...

୯ ପାସେଞ୍ଜର ଟ୍ରେନ ପାଇଁ ଏକ୍ସପ୍ରେସ୍‌ ଟିକେଟ୍‌

ଯାଜପୁର ଅଫିସ,୫।୪: ଇଷ୍ଟକୋଷ୍ଟ ରେଲୱେ ଅନ୍ତର୍ଗତ ୯ ପାସେଞ୍ଜର ଓ ମେମୁ ଟ୍ରେନ୍‌କୁ ସ୍ପେଶାଲ ଟ୍ରେନ ଭାବେ ଘୋଷଣା କରାଯାଇଛି। ଏହାସହ ଏହି ଟ୍ରେନ୍‌ଗୁଡ଼ିକ ନିମନ୍ତେ...

ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ଛାତ୍ର ମୃତ

ଚନ୍ଦ୍ରଗିରି,୧୪।୧୨(ଡି.ଏନ୍‌.ଏ.): ଗଜପତି ଜିଲା ଆର୍‌. ଉଦୟଗିରି ଥାନା ରଣାଲଇ ନିକଟସ୍ଥ ରାମଚନ୍ଦ୍ରପୁର ବୁଲାଣୀ ରାସ୍ତାରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ରଣାଲଇ ଗ୍ରାମରୁ ଗୋଟିଏ...

‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’

ଅନୁଗୋଳ ଅଫିସ, ୨୨।୨ – ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା...

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ...

Advertisement
Archives

Model This Week