ନିରାକାରପୁର, ୪ ।୪ (ଡ଼ି ଏ ନ ଏ ), ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ ସାପ୍ତାହିକ ହାଟରେ କଟକଣା ସତ୍ବେ ଶନିବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା. ଦୁଇହଜାରରୁ ଉର୍ଧ୍ୱ ଗ୍ରାହକ ଓ ବ୍ୟବସାୟୀ ରୁଣ୍ଡ ହୋଇ ସାମାଜିକ ଦୂରତାକୁ ଖାତିର ନକରି ପ୍ରବଳ ଜନସମାଗମ କରିଥିଲେ. ଏହି ଖବର ଜିଲା ପ୍ରଶାସନ ପାଇବା ପରେ ସ୍ଥାନୀୟ ହାଟରେ ପହଁଚି ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନତା କରେଇବା ସହିତ ଦୁଇମିଟର ଦୂରତା ରଖି କିଣା, ବିକା କରିବା କୁ ପରାମର୍ଶ ଦେଇଛନ୍ତି !
ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ
ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…
ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ
ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…
ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ
ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…
IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…
କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…
‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…
ବାର୍ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ
ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍ହା ଆତଙ୍କ ସୃଷ୍ଟି କରିଛି। ବାର୍ହା ଆକ୍ରମଣରେ…
ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ
କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…
ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…
ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…
Archives

