କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା ଦେଇଥିଲା। ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦୁଇ ଗୋଷ୍ଠୀଂକ ଭିତରେ ପାଟିତୁଣ୍ଡ ଚାଲିଥିବା ବେଳେ ମଂଗଳାବାଗ ଥାନା ପୋଲିସ ସେଠାରେ ପହଞ୍ଚିଥିଲା। ଉଭୟ ଗୋଷ୍ଠୀ ପକ୍ଷରୁ ଥାନା ପିସିଆର ଉପରକୁ ଢେଲାମାଡ ହୋଇଥିଲା। ତେବେ ସେଠାରେ ଅଧିକ ଫୋର୍ସ ପହଁଞ୍ଚିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା । ଖବର ଲେଖା ଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରେ ଡିସିପି ଅଖିଲେଶ୍ୱର ସିଂଙ୍କ ସମେତ ଅନେକ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି । ଏହି ଘଟଣାରେ ଦଶରୁ ଅଧିକ ଲୋକଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି ।

ବୃଦ୍ଧା ମା’ଙ୍କୁ ତଣ୍ଟି ଚିପି ହତ୍ୟା କଲା ପୁଅ
ବରଗଡ଼ ଅଫିସ,୨୬।୩: ପୁଅଟିଏ ଜନ୍ମହେଲେ ପରିବାରରେ ଖୁସିର ମାହୋଲ ଖେଳିଯାଏ। ପୁଅ ଦିନେ ବଡ଼ ହୋଇ ପରିଣତ ବୟସରେ ସାହା ଭରସା ପାଲଟିବ ବୋଲି ମା’...

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା
କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼....

ବାରବାଟୀରେ ଖେଳାଯିବ ଲିଜେଣ୍ଡ କ୍ରିକେଟ ଲିଗ୍ର ୩ ମ୍ୟାଚ୍
କଟକ ଅଫିସ,୨୪।୮: ଲିଜେଣ୍ଡ କ୍ରିକେଟ ଲିଗ୍(ଏଲ୍ଏଲ୍ସି)ର ତିନୋଟି ମ୍ୟାଚ୍ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ସେପ୍ଟେମ୍ବେର ୨୭, ୨୯ ଓ ୩୦ରେ ଏହି ମ୍ୟାଚ ଅନୁଷ୍ଠିତ...

ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ: ୩୩ ପ୍ରସ୍ତାବକୁ ମୋହର
ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍ ୩୩ଟି ପ୍ରସ୍ତାବ...

ଲକ୍ଡାଉନ୍ରେ ବି ଗୁରୁଦାୟିତ୍ୱ ଭୁଲିନାହାନ୍ତି ପିକକ୍ମ୍ୟାନ୍
ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ମହାମାରୀ ପାଇଁ ସାରା ଦେଶରେ ମାସେରୁ ଊର୍ଦ୍ଧ୍ୱ ହେଲାଣି ଲକ୍ଡାଉନ୍ ଜାରି ରହିଛି। ରୋଜଗାର ହରାଇ ଲୋକେ ଘରେ ରହିଛନ୍ତି।...
ସତ ହେଲା ଧରିତ୍ରୀ ଆଶଙ୍କା: ୬ ଡିଏସ୍ପିଙ୍କ ବଦଳି, ଭୁବନେଶ୍ୱର ଫେରିଲେ ଅନୁପ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି...

ଆଜିଠୁ ପ୍ରସିଦ୍ଧ ମାଘମେଳା
ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ...

କାମ କରୁନି ସୋଲାର ପ୍ରକଳ୍ପ
କେନ୍ଦୁଝର, ୫ା୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଯୋଗୁ ଲୋକ ମାନେ ବହୁ ଅସୁବିଧା ଭୋଗୁଛନ୍ତି। ଏଭଳି ଜିଲା ମୁଖ୍ୟାଳୟ ତଥା ଆଖପାଖ ଗ୍ରାମରେ...