କଟକରେ ରଜ କଟକଣା: ଭିଡ଼ ଜଗିବ ୩ଟି ଟିମ୍‌

କଟକ ଅଫିସ,୧୩।୬: ଆସନ୍ତା ସୋମବାର ଏବଂ ମଙ୍ଗଳବାର ରଜ ଯୋଗୁ ବଜାର ଭିଡ଼ ରହିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରଜ ଖେଳିବା ପାଇଁ ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ୩ଟି ଟିମ୍‌ ଗଠନ କରାଯାଇଛି। ବିଶେଷକରି ବ୍ୟବସାୟୀ ପ୍ରତିଷ୍ଠାନ ଗୁଡିକରେ ସାମାଜିକ ଦୂରତା ଏବଂ ମାସ୍କ ପରିଧାନ ଉଲ୍ଲଂଘନ ହେଲେ ଏହି ଟିମ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।
ସହରର ୧୩ଟି ଥାନା ଅଞ୍ଚଳକୁ ତିନି ଭାଗରେ ବିଭକ୍ତ କରାଯାଇ ଏହି ୩ଟି ଟିମ୍‌କୁ ଦାୟିତ୍ୱ ଦିଆଯାଇଛି। ସେହିଭଳି ବ୍ୟବସାୟୀ ପ୍ରତିଷ୍ଠାନଗୁଡିକ ପାଇଁ ମଧ୍ୟ ଗାଇଡ଼ଲାଇନ୍‌ ଜାରି କରାଯାଇଛି। ସାମାଜିକ ଦୂରତା, ମାସ୍କ ପରିଧାନ ଏବଂ ସାନିଟାଇଜେସନକୁ ଗୁରୁତ୍ୱ ଦେବାକୁ କୁହାଯାଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ବ୍ୟବସାୟୀ ପ୍ରତିଷ୍ଠାନଗୁଡିକ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି।...

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ...

କରୋନା ସତର୍କତା: ବିଜେଡିର କାର୍ଯ୍ୟନିର୍ବାହୀ ବୈଠକ ସ୍ଥଗିତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ସିନେମା ହଲ, ଜିମ୍‌, ସୁଇମିଂ ପୁଲ, ପାର୍କ ଆଦି...

ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ।...

୪ ବର୍ଷ ପରେ ବି ନିର୍ମାଣ ହୋଇପାରୁନି ଛାତ୍ରାବାସ

ରାୟଗଡ଼ା,୨୧ା୨(ସ୍ବ.ପ୍ର.):ଅନୁସୂଚିତ ଜାତି ଓ ଜନଜାତିଙ୍କ ଶିକ୍ଷା କ୍ଷେତ୍ରରେ ଜିଲା ମଙ୍ଗଳ ବିଭାଗ ସହାୟକ ହୋଇଥାଏ ା ହେଲେ ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଏହି ବିଭାଗର...

କମିବ ସ୍କୁଲ ସିଲାବସ୍‌

ଭୁବନେଶ୍ୱର,୨୨।୭(ବ୍ୟୁରୋ): କରୋନା ଯୋଗୁ ଚଳିତ ବର୍ଷ ସ୍କୁଲ ସିଲାବସ୍‌ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୁଧବାର ସୂଚନା ଦେଇଛନ୍ତି। ମନ୍ତ୍ରୀ...

ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.) ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ୫୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଗୁରୁବାର ୩୪...

ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର...

Advertisement
Archives

Model This Week