କଟକର ପ୍ରଥମ କରୋନା ସଂକ୍ରମିତଙ୍କ ଅଞ୍ଚଳରେ ବିଶୋଧନ

କଟକ ଅଫିସ,୪। ୪- କଟକ ସହରରେ ପ୍ରଥମ କରୋନା ସଂକ୍ରମିତ ଶୁକ୍ରବାର ଚିନ୍ହଟ ହୋଇଥିଲେ। ସେ ରହୁଥିବା ସଂପୂର୍ଣ୍ଣ ଅଞ୍ଚଳକୁ କଟକ ମହାନଗର ନିଗମ ପକ୍ଷରୁ ଶନିବାର ବିଶୋଧନ କରାଯାଇଛି। ନିଗମର କର୍ମଚାରୀମାନେ ପୁରା ଅଞ୍ଚଳ ବୁଲି କୀଟନାଶକ ସ୍ପ୍ରେ କରିଥିଲେ। ସେହିଭଳି ଦମକଳ କେନ୍ଦ୍ର ସହଯୋଗରେ ସହରର ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ବିଶୋଧନ ପ୍ରକ୍ରିୟା ଜାରି ରହିଥିବା ନିଗମ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri