କଟକର ସଂକ୍ରମିତ ଅଞ୍ଚଳରେ ଚାଲିଛି ପରୀକ୍ଷଣ

କଟକ ଅଫିସ,୬ା୪: କଟକ ସହରର ପଟାପୋଲ ଅଞ୍ଚଳରୁ ପ୍ରଥମ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ଅଞ୍ଚଳକୁ କଟକ ମହାନଗର ନିଗମ(ସିଏମ୍‌ସି)ପକ୍ଷରୁ ସିଲ୍‌ କରିଦିଆଯାଇଛି। ଏବେ ଘରକୁ ଘର ଯାଇ ସକ୍ରିୟ ନିରୀକ୍ଷଣ କରାଯାଉଛି। ଆଶା ଏବଂ ଅଙ୍ଗନଓ୍ବାଡ଼ି ଦିଦିମାନଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରାଯାଇଛି। ସିଏମ୍‌ସିର ଅଧିକାରୀମାନେ ମଧ୍ୟ ଏହାର ତଦାରଖ କରୁଛନ୍ତି। ରବିବାର ଗୋଟିଏ ଦିନରେ ପ୍ରାୟ ୫ ଶହରୁ ଅଧିକ ପରିବାର ଏବଂ ୨ ହଜାର ଲୋକଙ୍କଠାରୁ ତଥ୍ୟ ସଂଗ୍ରହ କରାଯାଇଛି। ଏଥିରେ ସମସ୍ତେ ସହଯୋଗ କରନ୍ତୁ ବୋଲି ସିଏମ୍‌ସି କମିଶନର ଅନନ୍ୟା ଦାସ ଆହ୍ବାନ ଦେଇଛନ୍ତି। ଏଥିସହ ଉକ୍ତ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ସେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ଖୁଲାସା କଲେ ଆମିର ଖାନ୍‌: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…

ମୁମ୍ବାଇ: ଶିକ୍ଷାବିତ୍‌ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri