କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ ସେଣ୍ଟର

କଟକ ଅଫିସ, ୨୫।୩: କରୋନା(କୋଭିଡ୍‌-୧୯)କୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ସ୍ଥାନରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯାଉଛି। କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେଗୁଡ଼ିକ ହେଲା ଭୁବନାନନ୍ଦ ଇଞ୍ଜିନିୟରିଂ କଲେଜ, ମଧୁସୂଦନ ଆଇଟିଆଇ ଓ
ପ୍ରବନ୍ଧନ ଏବଂ ସୂଚନା ପ୍ରାଦ୍ୟୋଗିକ ସଂସ୍ଥାନ (ଆଇଏମ୍‌ଆଇଟି)। ଏ ସବୁର ହଷ୍ଟେଲ ରୁମ୍‌ଗୁଡ଼ିକରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ

ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ...

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି...

ଯୁବ ସମ୍ମିଳନୀର ଆକର୍ଷଣ

‘ଧରିତ୍ରୀ’ ପକ୍ଷରୁ ଆସନ୍ତା ୨୪ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍‌ ଚେଞ୍ଜ: ଫୋକସ୍‌ ଓଡ଼ିଶା’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀରେ...

ଗୋପରେ ପ୍ରାକୃତିକ ଗ୍ୟାସ୍‌, ତୈଳ ସନ୍ଧାନ

ଗୋପ,୨୬।୩(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ମହଲପଡା ପଞ୍ଚାୟତର ଚିତେରା ଓ ଗୋପ ପଞ୍ଚାୟତର କୁଶୁପୁର ଅଞ୍ଚଳରେ ପ୍ରାକୃତିକ ଗ୍ୟାସ ସହିତ ତୈଳର ସନ୍ଧାନ ଚାଲିଛି।...

୩ ଲକ୍ଷ ଟଙ୍କାରେ ଭଡା କରି ଆଣିଥିଲେ : ଅଧାବାଟରେ ୫୦ ପ୍ରବାସୀଙ୍କୁ ଛାଡି ଚାଲିଗଲା ବସ୍‌

ବାଲିଗୁଡା/କୋଟଗଡ,୧୬ା୫(ଡି.ଏନ୍‌.ଏ.)- ପୁଣି ସାମ୍ନାକୁ ଆସିଲା ପ୍ରବାସୀ ଓଡ଼ିଆଙ୍କ ଦୁଃଖ। ତାମିଲନାଡୁରୁ ବସ୍‌ ଭଡା କରି ୫୧ଜଣ ପ୍ରବାସୀ ଓଡ଼ିଆ କଳାହାଣ୍ଡି ଜିଲା ଏମ୍‌.ରାମପୁର ଫେରୁଥିବାବେଳେ ଶନିବାର...

ରାତି ଅଧରେ ରୋଗୀ ପାଇବେ ମାଗଣା ଔଷଧ

କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍‌ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା...

୪ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଇନ୍‌ଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ୪ଜଣଙ୍କୁ ଗିରଫ କରିଛି କ୍ରାଇମ୍‌ ବ୍ରାଞ୍ଚ। ଗିରଫ ଅଭିଯୁକ୍ତମାନେ ହେଲେ ଓ-ଟିଭି କର୍ମଚାରୀ ଅନିରୁଦ୍ଧ ପଣ୍ଡା ଓ କୃଷ୍ଣ...

ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ...

Advertisement
Archives

Model This Week