କଟକ ଆର୍‌ଟିଓ ଅଫିସରେ ଅଗ୍ନିକାଣ୍ଡ

କଟକ ଅଫିସ, ୮ା୭: କଟକ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) କାର୍ଯ୍ୟାଳୟରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ବିଦ୍ୟୁତ୍‌ ସରବରାହ ପାଇଁ ଲାଗିଥିବା ମେନ୍‌ ସୁଇଜ୍‌ ପୋଡ଼ି ପାଉଁଶ ହୋଇଯାଇଛି। ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଏଥିରେ କାର୍ଯ୍ୟାଳୟର କୌଣସି କାଗଜପତ୍ର ପୋଡ଼ି ନ ଥିବା ଆର୍‌ଟିଓ ଦୀପ୍ତି ରଞ୍ଜନ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ସମ୍ମିଳନୀ ପକ୍ଷରୁ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପିଏମ୍‌ଜି ଛକରେ ବୁଧବାର ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ସମ୍ମିଳନୀର ସଭାପତି ତଥା ଓଡ଼ିଶା ବିଧାନସଭାର...

ପ୍ରଣବଙ୍କ ବିୟୋଗରେ ମନ୍ତ୍ରୀ, ରାଜନେତାଙ୍କ ଶୋକ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ତ୍ରାହି ଅଚ୍ୟୁତ ଆଶ୍ରମ ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ

ବାଳକାଟୀ,୮।୧୨(ଡି.ଏନ୍‌.ଏ.);ବିବାଦୀୟ ବାବା ତଥା ରାଜଧାନୀ ଉପକଣ୍ଠ ଝିଣ୍ଟି ଶାସନସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁରେନ୍ଦ୍ର ମିଶ୍ର ଓରଫ୍‌ ସୁର ବାବାଙ୍କ ରବିବାର ରାତିରେ ପରଲୋକ...

ଏଣିକି ବିବାହରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ଜଣଙ୍କୁ ଅନୁମତି

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଆସନ୍ତା ୬ ତାରିଖରୁ...

୪୨ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୋମବାର ୪୨ ଡିଗ୍ରୀ ଉପରେ ୩ ସହର ତାପମାତ୍ରା ରେକର୍ଡ କରାଯାଇଛି। ବଲାଙ୍ଗୀର ୪୨.୬, ଟିଟିଲାଗଡ ୪୨.୫...

ଅନିଶ୍ଚିତତାରେ ବାୟୋମାଇନିଂ ପ୍ରକଳ୍ପ

ଭୁବନେଶ୍ୱର, ୧୬।୧୧ (ବ୍ୟୁରୋ): ପୁଣି ଝୁଲିଲା ବହୁ ପ୍ରତୀକ୍ଷିତ ଭୁଆସୁଣୀ ବାୟୋମାଇନିଂ ପ୍ରକଳ୍ପ। ବିଏମ୍‌ସି ଅଳିଆ ଗାଡ଼ି ଧକ୍କାରେ ଦାରୁଠେଙ୍ଗ ଗ୍ରାମର ଦୁଇଜଣଙ୍କ ମୃତ୍ୟୁ ପରେ...

ଓଡ଼ିଶାରେ ଝାଡ଼ଖଣ୍ଡ ଫଳାଫଳ ପ୍ରଭାବ ପଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌-କଂଗ୍ରେସ ମେଣ୍ଟକୁ ବଡ଼ ସଫଳତା ମିଳିଛି। ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଭାଜପାକୁ ଶକ୍ତ ଧକ୍କା ଦେଇଛି। ଭାଜପାକୁ ପଛରେ ପକାଇ ଜେଏମ୍‌ଏମ୍‌-କଂଗ୍ରେସ...

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ...

Advertisement
Archives

Model This Week