କଟକ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ୧୯; ସମସ୍ତ ରିପୋର୍ଟ ନେଗେଟିଭ୍‌ : ଜିଲାପାଳ

କଟକ ଅଫିସ,୬।୪: କଟକ ସହରର ପ୍ରଥମ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୯ଜଣ ଆସିଥିବା ପ୍ରାରମ୍ଭିକ ପର୍ଯ୍ୟାୟରେ ଜଣାପଡ଼ିଛି। ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଥିବା କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ ସୋମବାର କହିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ସହରର ୧୧୦ ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ପାଇଁ ବନ୍ଦ ହେଲା ଜିଆଇଇଟି ବିଶ୍ୱବିଦ୍ୟାଳୟ

ଗୁଣପୁର,୮ା୪: ରାୟଗଡ଼ା ଜିଲା ଗୁଣପୁରସ୍ଥିତ ଜିଆଇଇଟି ବିଶ୍ୱବିଦ୍ୟାଳୟରୁ ୫ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ଗୁଣପୁର...

ଚାଇନାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ବେଜିଂ,୧୨ ।୧୧: ଚାଇନା ଗଣମାଧ୍ୟମର ସୂଚନା ଅନୁଯାୟୀ ଗୁରୁବାର ଚାଇନାରେ ୯୮ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ମଧ୍ୟରୁ ୭୯ ସ୍ଥାନୀୟ...

କଏଦ ହେଲା ବାଇକ୍‌ ଚୋରିର ଦୃଶ୍ୟ

କୋକସରା,୨୦।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରେ ବାଇକ୍‌ ଚୋରି ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। କୋକସରା ସହର ୨୬ ନମ୍ବର ଜାତୀୟ ରାଜପଥ...

ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ: ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ମଙ୍ଗଳବାର ୪୯ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ମଙ୍ଗଳବାର...

ବଇଣ୍ଡାରେ ଫଗୁଦଶମୀ

ବଇଣ୍ଡା,,୧୫।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିର ପରିସରରେ ରବିବାର ରାଧାକୃଷ୍ଣଙ୍କ ଫଗୁ ଦଶମୀ ନୀତି ପାଳିତ ହୋଇଯାଇଛି। ପୂଜକ ମଦନ ମୋହନ ମିଶ୍ର ପୂଜା...

ବିପଦ ମାଡ଼ି ଆସୁଛି, ଏନ୍ତୁଡ଼ିଶାଳକୁ ପୁଣି ଫେରିଲା କରୋନା…

ବେଜିଂ,୮।୮: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ହୁବେଇ ପ୍ରଦେଶର ଉହାନ୍‌ ସହରରେ ସଙ୍କଟ ସୃଷ୍ଟି ହୋଇଛି। ଏଠାକୁ ପୁଣି କରୋନା ଫେରିଛି। ସହରରେ କେରାନା...

ସାଲାଇନ ନେବାବେଳେ ଛାତ୍ରଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ, ୩୦।୧: ଢେଙ୍କାନାଳ ସହରସ୍ଥିତ ଗାନ୍ଧୀମନ୍ଦିର ରୋଡ୍‌ ନିକଟରେ ଥିବା ଏକ ଘରୋଇ କ୍ଲିନିକରେ ସାଲାଇନ ନେଉଥିବାବେଳେ ବୁଧବାର ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା...

ରାଜଧାନୀରୁ ଜବତ ହେଲା ୭ଲକ୍ଷ ଟଙ୍କାର ନକଲି ନୋଟ

ଭୁବନେଶ୍ବର ୦୨।୦୩ : ଭୁବନେଶ୍ୱର ଖାରବେଳନଗର ଥାନା ଅଞ୍ଚଳରୁ ୭ଲକ୍ଷ ଟଙ୍କାର ନକଲି ନୋଟ ଜବତ ହୋଇଛି । ଏଥିରେ ୨ଜଣଙ୍କୁ ଗିରଫ କରାଯାଇଛି। ଏ...

Advertisement
Archives

Model This Week